Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ବିଦ୍ୟୁତ ସଂସ୍ପର୍ଶରେ ଆସି ଲାଇନମ୍ୟାନଙ୍କ ମୃତ୍ୟୁ

3/12/2018 at 10:55 AM

ଲଖନପୁର ବ୍ଲକ ରେଙ୍ଗାଲି ଗାଁରେ ଅଘଟଣ ଘଟିଛି। ବିଦ୍ୟୁତ ସଂସ୍ପର୍ଶରେ ଆସି ଲାଇନମ୍ୟାନର ମୃତ୍ୟୁ ଘଟିଛି। ଟ୍ରାନ୍ସଫର୍ମର ଫ୍ୟୁଜ ବାନ୍ଧୁଥିବା ବେଳେ ଚାର୍ଜ ହେଲା ଟ୍ରାନ୍ସଫର୍ମର। ମୃତକ ହେଲେ କାହ୍ନୁ ଚରଣ ସାହୁ। କ୍ଷତିପୂରଣ ଦାବିରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।

   Related Posts