Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ କରୋନା ପଜିଟିଭ୍, ୨୯୦ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଢେଙ୍କାନାଳ : ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ !
  • ||
  • କଟକ : ହାତୀ ଆକ୍ରମଣରେ ଜଣେ ମୃତ, କୂଳକୁ ଫେରିବା ବାଟରେ ମାରିଥିଲା ଦନ୍ତା
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୦୨ କୋଭିଡ୍ ପଜିଟିଭ୍
  • ||

ନନ୍ଦନକାନନକୁ ଆସିଲେ ନୂଆ ଅତିଥୀ: ବିଜଲୀ ଜନ୍ମଦେଲା ଛୁଆ, ଜଣେ ମୃତ

21/07/2021 at 11:23 AM

ବାରଙ୍ଗ ୨୧/୭ : ନନ୍ଦନକାନନ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଦୀର୍ଘ ବର୍ଷ ପରେ ଏକକାଳୀନ ୩ଟି ଶାବକ ଜନ୍ମ ଦେଇଛି ସିଂହୀ ବିଜଲୀ । ତିନୋଟି ଶାବକ ମଧ୍ୟରେ ଗୋଟିଏ ଶାବକ ମୃତ ଅବସ୍ଥାରେ ଜନ୍ମ ହୋଇଛି  । ଗତ ତିନି ମାସ ତଳେ ସିଂହ ସମ୍ରାଟ ସହିତ ତାର ମିଳନ କରାଯାଇଥିଲା । ଏବେ ନନ୍ଦନକାନନରେ ସିଂହ ସଖ୍ୟା ୧୮କୁ ବୃଦ୍ଧିପାଇଛି । ଜନ୍ମ ଦେଇଥିବା ସିଂହୀକୁ ଗତ ବର୍ଷ ଡିସେମ୍ବର ମାସରେ ଇନ୍ଦୋର ଚିଡିଆଖାନାରୁ ନନ୍ଦନକାନନ ଅଣାଯାଇଥିଲା । ନନ୍ଦନକାନନରେ ସିଂହ ସଂଖ୍ୟା ହ୍ରାସ ହେଉଥିବାରୁ ପ୍ରଜନନ ପ୍ରକ୍ରିୟା କରାଯାଇ ଥିଲା ।

   Related Posts