Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||
  • ସୋର : ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍
  • ||

ଅବକାରୀ ବିଭାଗର ଚଢାଉ : ଦୁଇ ଜଣ ବେପାରୀ ଗିରଫ ସହ ବିପୁଳ ପରିମାଣର ମଦ ଜବତ

6/11/2019 at 4:09 PM

କେନ୍ଦ୍ରପଡା ୬|୧୧ :  କେନ୍ଦ୍ରାପଡା ଜିଲ୍ଲା  ମହାକାଳପଡା ବ୍ଲକ ବିଭିନ୍ନ ସ୍ଥାନରେ ଆଜି  ଅବକାରି ବିଭାଗ ଚଢାଉ କରିଛି । ଚୋର ମଦ ଜବତ ସହ ୨ଜଣଙ୍କୁ ଗିରଫ କରିଛି ।

ସୂଚନାଯୋଗ୍ୟ ଯେ, ମହାକାଳପଡା ବ୍ଲକର ବିଭିନ୍ନ ସ୍ଥାନରେ ଚୋରା ମଦ କାରବାର ହେଉଥିବାର ବାରମ୍ବାର ଅଭିଯୋଗର ହୋଇଆସୁଥିଲା । ଆଜି ବଉକଣି ଗାଁମରେ ଅବକାରୀ ବିଭାଗ ଚଢାଉ କରି   ବିପୁଳ ପରିମାଣର  ମଦ ଜବତ କରିଛି  । ଚୋରା ମଦ ଜବତ ସହ ଗାଁରୁ ଦୁଇ ଚୋରା ଦେଶି ମଦ ବେପାରୀଙ୍କୁ ମଧ୍ୟ ଗିରଫ କରାଯାଇଛି ।  ବିପୁଳ ପରିମାଣର ପୋଚ ନଷ୍ଟ କରିବା ସହ ମଦ ରନ୍ଧାରେ ବ୍ୟବହୃତ ହେଉଥିବା ସାମଗ୍ରୀ ମଧ୍ୟ ଜବତ କରିଛି  । ଗିରଫ ହୋଇଥିବା ୨ଜଣ  ମଦବେପାରୀ ମୁଶା ଖିଲାର ଓ ସର୍ବଶ୍ବେର ଖିଲାର ହୋଇଥିବା ଜଣାପଡିଛି । 

   Related Posts