Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ବିପୁଳ ପରିମାଣର ବିଦେଶୀ ମଦ ଜବତ, ୫ ଅଟକ

30/03/2019 at 3:48 PM

ବଲାଙ୍ଗୀର ୩୦|୩ : ବଲାଙ୍ଗୀର କଣ୍ଟାବାଞ୍ଝିରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ ହୋଇଛି । ରେଲଓ୍ବେ ଷ୍ଟେସନ ନିକଟରେ ଥିବା ୮ଟି ଦୋକାନରୁ ବିପୁଳ ପରିମାଣର ମଦ ଜବତ ହୋଇଛି । ଅବକାରୀ ବିଭାଗ, ରେଲୱେ ଜିଆରି ଓ କଣ୍ଟାବାଞ୍ଝି ପୋଲିସ ମିଳିତ ଚଢଉ କରିଥିଲା ।

ଲକ୍ଷାଧିକ ଟଂକାର ମଦ ଜବତ ହୋଇଥିବା ସୂଚନା ମିଳିଛି । ଦୀର୍ଘ ଦିନରୁ କଣ୍ଟାବାଞ୍ଝି ରେଲୱେ ଷ୍ଟେସନ ନିକଟ ଦୋକାନରେ ବେଆଇନ ମଦ କାରବାର ଚାଲିଥିଲା  । ଘଟଣାରେ ୫ଜଣଙ୍କୁ ଅଟକ ରଖିଛି ପୋଲିସ ।

   Related Posts