Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବ୍ଲକ୍ କାର୍ଯ୍ୟାଳୟରେ ପସି ଟେଣ୍ଡରଧାରୀଙ୍କ ଡିଡି ଚିରିବା ଘଟଣା, ଯୁବ ନେତା କରୁଣା ସାଗର ଖଟୁଆ ଗିରଫ
  • ||
  • କରଞ୍ଜିଆ : ନିଆଁ ଲାଗି ଫାଟିଗଲା ଗ୍ୟାସ୍ ସିଲିଣ୍ଡର, ଅଳ୍ପକେ ବର୍ତ୍ତିଲା ପୁରା ପରିବାର
  • ||
  • ଟାଙ୍ଗୀ : ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ, ୮ ଜୁଆଡି ଗିରଫ
  • ||
  • ଭୁବନେଶ୍ବର : ୧୯ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି
  • ||
  • ଭୁବନେଶ୍ବର : ଟୋକିଓ ଅଲିମ୍ପିକ୍ସ : ଓଡିଆ ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କୁ ପୁରୁଷ ହକି ଦଳର ଉପଅଧିନାୟକ ଦାୟିତ୍ବ
  • ||
  • ଗଞ୍ଜାମ : ଟିକା ପ୍ରମାଣପତ୍ର ଲଗାଇବେ ଦୋକାନୀ, ନଚେତ ଖୋଲିପାରିବେନି ଦୋକାନ
  • ||
  • ଭୁବନେଶ୍ବର : ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ- ରାଜ୍ୟ ନିର୍ବାଚନ କମିଶନ ସଚିବ
  • ||
  • ପୁରୀ : ଯୁବଶିଳ୍ପୀଙ୍କ କମାଲ୍, ଆଇସକ୍ରିମ୍ କାଠିରେ ନିର୍ମାଣ କଲେ ମହାପ୍ରଭୁଙ୍କ ଗଜାନନ ବେଶ
  • ||
  • ତେଲକୋଇ : ଦନ୍ତାହାତୀ ଉପଦ୍ରବ, ଗାଁରେ ପସି ଭାଙ୍ଗିଲା ଘର, ଟେକି ନେଲା ଚାଉଳ ବସ୍ତା
  • ||
  • ଖୋର୍ଦ୍ଧା : ଗୋରୁ ଭର୍ତ୍ତି କଣ୍ଟେନର ଜବତ, ୨୦ରୁ ଅଧିକ ଗୋରୁ ଉଦ୍ଧାର, ଜଣେ ଗିରଫ
  • ||

ବିପୁଳ ପରିମାଣର ବିଦେଶୀ ମଦ ଜବତ, ୨ ଅଭିଯୁକ୍ତ ଗିରଫ

23/09/2020 at 12:08 PM

ଦିଗପହଣ୍ଡି ୨୩।୯: ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲଦାର ଅଦ୍ଵୈତ କୁମାର ସ୍ବାଇଁ ମଙ୍ଗଳବାର ରାତି ପ୍ରାୟ ସାଢେ ୮ଟାରେ ଦିଗପହଣ୍ଡି ଥାନା ଅଧୀନ ଗୋକର୍ଣ୍ଣ ପୁର ଗ୍ରାମରେ ଅତର୍କିତ ଚଢ଼ାଉ କରିଥିଲେ । ଅବକାରୀ କର୍ମଚାରୀଙ୍କ ଉପସ୍ଥିତିରେ ଲକ୍ଷାଧିକ ଟଙ୍କା ମୂଲ୍ୟର ବିପୁଳ ପରିମାଣର ବିଦେଶୀ ମଦ ବୋତଲ ଜବତ କରିଛନ୍ତି ।

ଗାଁର ୨ ଟି ଘରେ ବିକ୍ରି ପାଇଁ ମହଜୁଦ ଥିବା ବିଭିନ୍ନ କମ୍ପାନୀ ନିର୍ମିତ ପ୍ରାୟ ୫ ଶହରୁ ଉର୍ଦ୍ଧ୍ବ ବିଦେଶୀ ବୋତଲ ଗୁଡ଼ିକୁ ଜବତ କରାଯାଇଥିଲା । ବିନା ଲାଇସେନ୍ସରେ ଗାଁରେ ବେଧଡକ ବିଦେଶୀ ମଦ ବିକ୍ରି କରୁଥିବା ନରସିଂହ ଦାସ ଏବଂ ଶ୍ୟାମ ସୁନ୍ଦର ରେଡ୍ଡୀକୁ ଅବକାରୀ କର୍ମଚାରୀ ଗିରଫ କରିଥିବା ଜଣାପଡିଛି ।

   Related Posts