Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

କାର ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ

1/02/2021 at 5:48 PM

ବଲାଙ୍ଗୀର୧/୨: କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତା ରୋକ କଲେ ସ୍ଥାନୀୟ ଲୋକେ। ସଇଁତଳା ବଙ୍ଗଳା ଚକର ୨୬ ନମ୍ବର ଜାତୀୟ ପଥକୁ ଅବରୋଧ କରିଛନ୍ତି ଉତ୍ତ୍ୟକ୍ତ ଲୋକେ। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ରାସ୍ତା ରୋକ କରାଯାଇଛି। ସୋମବାର ସକାଳେ ଦେଉଳଗୁଡି ଛକରେ କାର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ସ୍ଥାନୀୟ ଲୋକେ ସୂଚନା ଦେଇଛନ୍ତି। ମୃତ ଯୁବକ ହେଲେ ସଇଁତଳାର ଶ୍ରୀକାନ୍ତ ଭୋଇ। ମଦ ପିଇ ଗାଡି ଚଳାଇବା ଯୋଗୁଁ ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଉଛି। ସେପଟେ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି। ଯାହାଫଳରେ ଯାତାୟତ ଠପ୍‌ ହୋଇଯାଇଛି।

   Related Posts