Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମ୍‌ସି କମିଶନର, ପ୍ରେମଚନ୍ଦ୍ର ଚୌଧରୀଙ୍କ ସ୍ଥାନରେ ସଞ୍ଜୟ ସିଂହଙ୍କୁ ଦାୟିତ୍ୱ
  • ||
  • ଡେଲାଙ୍ଗ : କଣାସ ଗାଁ ସମତେ ବଜାରକୁ ୭ଦିନ ଯାଏଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ସଂକ୍ରମଣ ବୃଦ୍ଧିକୁ ଦେଖି ନିଷ୍ପତ୍ତି
  • ||
  • କେନ୍ଦୁଝର ଜେଲ୍‌ରେ ପଶିଲା କରୋନା, ୯ କଏଦୀ କୋଭିଡ଼ ସଂକ୍ରମିତ
  • ||
  • ରକ୍ତମୁଖା ଲାଲ୍‌ବାହିନୀ, ଯବାନଙ୍କୁ ଘରୁ ଟେକି ନେଇ ଗଳାକାଟି କଲେ ହତ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୨୩୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୯୮୨ ପଜିଟିଭ୍
  • ||

ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

9/02/2019 at 2:26 PM

ନିଆଳି ୯|୨:  ନିଆଳି ଗୋବିନ୍ଦପୁର ଥାନା ଝାରପଡାଠାରେ ରାସ୍ତାରୋକ । ଗତକାଲି ବିଳମ୍ବିତ ରାତିରେ ଝାରପଡା ପୋଲ ନିକଟରେ ଦୁର୍ଘଟଣାରେ ଅଜଣା ଯୁବକଙ୍କ  ମୃତଦେହ ଉଦ୍ଧାର ପରେ ଉତ୍ତେଜନା ପ୍ରକାଶ ପାଇଛି । ଝାରପଡା-ଜଗତସିଂହପୁର ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟ ଲୋକ।  ତେବେ ମୃତ ଯୁବକ ଜଣଙ୍କ ବିହାରର ବୋଲି ଜଣାପଡିଛି । ସେ ୬ମାସ ହଲା ଭୂବନେଶ୍ଵରରେ ରହୁଥିଲେ । ଏକ ବିବାହ ଭୋଜିରେ ଯୋଗ ଦେବାକୁ ଯାଇ ଫେରୁଥିବା ବେଳେ ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଗାବିନ୍ଦପୁର ପୋଲିସ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।

   Related Posts