Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରୀ ହତ୍ୟା ମାମଲା, SIT ତଦନ୍ତରେ ହାଇକୋର୍ଟ ସନ୍ତୁଷ୍ଟ- ବିଜେଡି
  • ||
  • ଶଙ୍ଖ ନଦୀରେ ବୁଡ଼ି ଜଣେ ଯୁବକ ନିଖୋଜ, ୪ ଜଣ ହସ୍ପିଟାଲରେ ଭର୍ତ୍ତି
  • ||
  • ତାଳପଦର ବିଜୁ ସେତୁ ଭୁଶୁଡିବା ଘଟଣା: ଗ୍ରାମ୍ୟ ଉନ୍ନୟନ ବିଭାଗ ଏସ୍‌ଡିଓ ଅସିତ ପାତ୍ର ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ଡାକ୍ତରଖାନାରେ ତାଲା ପକାଇଲେ ଅଞ୍ଚଳବାସୀ

11/10/2019 at 11:40 AM

ନୀଳଗିରି ୧୧|୧୦:  ବାଲେଶ୍ବର ଜିଲ୍ଲା ନୀଳଗିରି ଉପଖଣ୍ଡ ରାଜ ବରମପୁର  ଡାକ୍ତରଖାନା ପରିସରରେ ଆଜି ଉତ୍ୟକ୍ତ ଅଞ୍ଚଳବାସୀ ତାଲା ପକାଇଦେଇଛନ୍ତି।ଆଜି ଡାକ୍ତରଖାନାକୁ କେହି ଡାକ୍ତର ନଆସିବାରୁ ରୋଗୀ ସେବା ବାଧାପ୍ରାପ୍ତ ହୋଇଥିଲା।

ଡାକ୍ତରଖାନା ପରିସରରେ ପାଟିତୁଣ୍ଡ ହେବାରୁ ଉତ୍ୟକ୍ତ ହୋଇ ଅଞ୍ଚଳବାସୀ ଅଫିସ ରେ ତାଲା ଝୁଲାଇଦେଇଛନ୍ତି।ଏହାପରେ ଅଫିସ ଆଗରେ ଧାରଣା ଦେଇ ଘଟଣାକୁ ନିନ୍ଦା କରିବା ସହ ଉପରିସ୍ଥ ଅଧିକାରୀ ତଦନ୍ତକରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।

   Related Posts