Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୧ କରୋନା ସଂକ୍ରମିତ, ୧୦୫୦୫୦୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାସ୍ତା କଡକୁ ଖସି ପଡିଲା ଆମ୍ବୁଲାନ୍ସ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ
  • ||
  • ଏଜାଜ ପଟେଲଙ୍କୁ ସ୍ୱତନ୍ତ୍ର ଉପହାର ଦେଲା ଟିମ୍ ଇଣ୍ଡିଆ, ଗୋଟିଏ ଇନିଂସରେ ସବୁ ବ୍ୟାଟରଙ୍କୁ କରିଥିଲେ ଆଉଟ୍
  • ||
  • ସୁଙ୍କି ଘାଟିରେ ଦୁର୍ଘଟଣା, ମୁହାଁମୁହିଁ ଧକ୍କା ହେଲେ ୨ ଟ୍ରକ୍
  • ||
  • ଗଜପତି : ଭିଜିଲାନ୍ସ ଜାଲରେ ନୂଆଗଡ଼ ଫରେଷ୍ଟର, ଏକକାଳୀନ ୪ଟି ସ୍ଥାନରେ ରେଡ୍
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଶି ନଷ୍ଟ କରୁଛନ୍ତି ଫସଲ
  • ||
  • ରାଜ୍ୟରେ ଏବେ ବର୍ଷା ନାହିଁ, ଶୁଖିଲା ଓ ଖରାଟିଆ ରହିବ ପାଗ
  • ||

ସବ୍ ରେଜିଷ୍ଟ୍ରାର ଅଫିସରେ ତାଲା ପକାଇଲେ ଓକିଲ, ଆଣିଲେ ସାଙ୍ଘାତିକ ଅଭିଯୋଗ

1/03/2021 at 1:06 PM

ଭୁବନେଶ୍ୱର ,୧/୦୩ : ଖୋର୍ଦ୍ଧା-ଭୁବନେଶ୍ୱର ଜିଲ୍ଲା ନିବନ୍ଧକ ଓ ବିବାହ ଅଧିକାରୀଙ୍କ କାର୍ଯ୍ୟାଳୟ ବା ସବ୍ ରେଜିଷ୍ଟ୍ରାର ଅଫିରେ ତାଲା । କାର୍ଯ୍ୟାଳୟକୁ ତାଲା ପକାଇ ଦେଇଛନ୍ତି ଭୁବନେଶ୍ୱର ବାର ଆସୋସିଏସନର ଓକିଲମାନେ ।

ଓକିଲମାନେ କହିଛନ୍ତି ଯେ, ଜଣେ ଜମି ମାଲିକ ଚାହିଁଲେ ତାଙ୍କ ଜମିର କିଛି ଅଂଶ ବା ସବ୍ ପ୍ଲଟକୁ ବିକ୍ରି କରିପାରିବେ ନାହିଁ । ଯଦି ବିକ୍ରି କରିବେ ପୁରା ଜମିକୁ ବିକ୍ରି କରିବେ।  ଏହି ନିୟମ ବିଡ଼ିଏ ଜାରି କରିଛି ବୋଲି ସେମାନେ ଅଭିଯୋଗ ଆଣିଛନ୍ତି ।  ବିଲଡରଙ୍କ ପ୍ରଭାବରେ ବିଡ଼ିଏ ଏହି ନିୟମ ଆଣିଥିବା ସେମାନେ ଅଭିଯୋଗ କରିଛନ୍ତି ।

ତେବେ ନିୟମରେ ପରିବର୍ତ୍ତନ ନହେଲେ ଆଗକୁ ଆନ୍ଦୋଳନ ଜୋରଦାର ହେବ ବୋଲି ଓକିଲ ସଙ୍ଘ କହିଛି ।

   Related Posts