Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||
  • କେମ୍ରୁନରେ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ପରେ ଜଳିଗଲା ବସ୍ : ୫୩ ମୃତ, ୨୯ ଗୁରୁତର
  • ||
  • ଶେଷ ହେବ କୃଷକ ଆନ୍ଦୋଳନ ! ସଙ୍ଗଠନରେ ଫାଟ, ଯୋଗେନ୍ଦ୍ର ଯାଦବ ଓ ଟିକୈତଙ୍କ ସମେତ ୩୭ ଚାଷୀଙ୍କ ଉପରେ ପଡିବ ଚଡକ
  • ||
  • ଖଲ୍ଲିକୋଟ : ଫାଟିଗଲା କାର୍ ଚକା, ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ
  • ||
  • ବୌଦ୍ଧ : ହାଇଓ୍ୱାକୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ
  • ||

ସୁନ୍ଦରଗଡ ଓ ରାଉରକେଲାରେ ଲକଡାଉନ୍ ସୀମା ବଢିଲା

30/07/2020 at 9:27 PM

ସୁନ୍ଦରଗଡ, ୩୦|୦୭ :   ସାରା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ କିଛିଦିନ ଧରି ପ୍ରତିଦିନ ୧୦୦୦ରୁ ଅଧିକ ନୂଆ ପଜିଟିଭ୍ ଚିହ୍ନଟ ହେଉଛନ୍ତି । ସେହିପରି ସୁନ୍ଦରଗଡ ଜିଲ୍ଲାରେ ମଧ୍ୟ କରୋନା ସ୍ଥିତି ଗମ୍ଭୀର ରହିଛି । ଏହାକୁ ନଜରରେ ରଖି ସୁନ୍ଦରଗଡ ସହର ଓ ରାଉରକେଲା ସହରରେ ଲକଡାଉନକୁ ଆଉ ୧୫ ଦିନ ବୃଦ୍ଧି କରାଯାଇଛି ।

ସୁନ୍ଦରଗଡରେ ଆଉ ୧୫ ଦିନ ଲକଡାଉନ୍ ବଢିଛି । ଏନେଇ ସୁଚନା ଦେଇଛନ୍ତି ଜିଲ୍ଲାପାଳ ।,ସୁନ୍ଦରଗଡ ସହରରେ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦୋକାନ ସକାଳ ଛଅରୁ ଦିନ ଦୁଇଟା ପର୍ଯ୍ୟନ୍ତ ଖୋଲା ରହିବ । ସେହିପରି ରାଉରକେଲା ସହରରେ ମଧ୍ୟ ଦୋକାନ ବଜାର  ସକାଳ ଛଅରୁ ଦିନ ଗୋଟିଏ ପର୍ଯ୍ୟନ୍ତ ଖୋଲା ରହିବ ।

ସୂଚନାଯୋଗ୍ୟ, ରାଜ୍ୟ ସରକାର କରୋନା ସ୍ଥିତିକୁ ନଜରରେ ରଖି ରାଉରକେଲା ମ୍ୟୁନିସିପାଲଟିରେ ଗତ ୧୭  ତାରିଖ ରାତ୍ର ୯ରୁ ଲକଡାଉନ୍ ଘୋଷଣା କରିଥିଲେ ।

   Related Posts