Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସିଦ୍ଧୁଙ୍କ ଇସ୍ତଫା ପତ୍ର ସ୍ଵୀକାର କଲେନି କଂଗ୍ରେସ ହାଇକମାଣ୍ଡ, ନିଜ ସ୍ତରରେ ସମାଧାନ କରିବାକୁ ରାଜ୍ୟ ନେତାଙ୍କୁ ଦେଲେ ନିର୍ଦ୍ଦେଶ
  • ||
  • IPL 2021: ଦିଲ୍ଲୀ କ୍ୟାପିଟାଲ୍ସର ବିଜୟରେ ଲାଗିଲା ବ୍ରେକ୍, ପନ୍ତଙ୍କ ଟିମ୍‌କୁ ୩ ଓ୍ଵିକେଟ୍‌ରେ ହରାଇଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • କଂଗ୍ରେସରେ ମିଶିଲେ କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ଵାଣୀ, ରାହୁଲଙ୍କ ଉପସ୍ଥିତିରେ ଗ୍ରହଣ କଲେ ସଦସ୍ୟତା
  • ||
  • ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଦିଲ୍ଲୀ ଏମ୍ସରେ ଭର୍ତ୍ତି
  • ||
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||

ପାକିସ୍ତାନ ଆଡୁ ଭାରତକୁ ବଡ ବିପଦ, ଆଶଙ୍କା ଓ ଆତଙ୍କ ଭିତରେ ହଜାର ହଜାର ଚାଷୀ

18/05/2020 at 10:06 PM

ଜୟପୁର, ୧୮|୦୫:  ପାକିସ୍ତାନ ସୀମାକୁ ଲାଗିଥିବା ରାଜସ୍ଥାନର କିଛି ଅଞ୍ଚଳରେ ପଙ୍ଗପାଳର ଆତଙ୍କ ଦେଖିବାକୁ ମିଳିଛି । ଯାହା ଗତ ବର୍ଷ ତୁଳନାରେ ଅଧିକ ହେବ ବୋଲି ଅନୁମାନ କରାଯାଉଛି । ରାଜସ୍ଥାନ ସରକାର ଏହାର ମୁକାବିଲା ପାଇଁ ପଦକ୍ଷେପ ଗ୍ରହଣ କରି ଦୁର୍ଗମ ଅଞ୍ଚଳରେ ଡ୍ରୋନ ଯୋଗେ ନଜର ରଖିଛନ୍ତି । କୃଷି ବିଭାଗର ଅଧିକାରୀ ସୋମବାର ଅନୁଷ୍ଠିତ ହୋଇଥିବା ବୈଠକ ପରେ ଏହି ସୂଚନା ଦେଇଛନ୍ତି ।

ରାଜସ୍ଥାନର କୃଷିମନ୍ତ୍ରୀ ଲାଲଚାନ୍ଦ କଟାରିଆ କହିଛନ୍ତି ଯେ, ପଙ୍ଗପାଳ ନିୟନ୍ତ୍ରଣ, ଖରିପ ଫସଲ ଏବଂ ପ୍ରଧାନମନ୍ତ୍ରୀ ସଲ ବୀମା ଯୋଜନାର ସମୀକ୍ଷା କରାଯାଇଛି । ଗତ ବର୍ଷ ତୁଳନାରେ ଚଳିତ ବର୍ଷ ପଙ୍ଗପାଳ ଆତଙ୍କ ଅଧିକ ହୋଇପାରେ । ଏହା ୩ଗୁଣ ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି । ପୂର୍ବବର୍ଷ ଭଳି ୧୨ଟି ଜିଲ୍ଲାରେ ଏହି ଆତଙ୍କ ଦେଖାଯାଇପାରେ । କରୋନା ମହାମାରୀ ମଧ୍ୟରେ ଏହାର ମୁକାବିଲା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଛନ୍ତି ।

(

ରାଜ୍ୟର ମୁଖ୍ୟ ଶାସନ ସଚିବ ନରେଶପାଲ ଗଙ୍ଗଓ୍ୱାର କହିଛନ୍ତି ଯେ, ୧୨ଟି ଜିଲ୍ଲାରେ ପଙ୍ଗପାଳ ନିୟନ୍ତ୍ରଣ ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ ହୋଇଛି । ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବିଭିନ୍ନ ସ୍ଥାନରେ କୀଟନାଶକ ଔଷଧ ପ୍ରୟୋଗ କରାଯାଉଛି ।

   Related Posts