Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଲୋକସଭା ନିର୍ବାଚନ ପାଇଁ ଖୁବଶୀଘ୍ର ଘୋଷଣା ହେବ ତାରିଖ

8/03/2019 at 9:39 AM

ନୂଆଦିଲ୍ଲୀ ୮|୩ : ଚଳିତ ଲୋକସଭା  ନିର୍ବାଚନ ତାରିଖ ଖୁବଶୀଘ୍ର ଘୋଷଣା ହେବ । ନିର୍ବାଚନ ପାଇଁ ନିର୍ବାଚନ କମିଶନଙ୍କ  ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।  ଆସନ୍ତା ଏପ୍ରିଲ-ମେରେ ୭ରୁ ୮ ପର୍ଯ୍ୟାୟରେ ନିର୍ବାଚନ ହୋଇପାରେ ବୋଲି ଏକ ସୂତ୍ରରୁ ଜଣାପଡିଛି। ଏଥିପାଇଁ ଦୁଇ ଦିନ ମଙ୍ଗଳବାର ସୁଦ୍ଧା ଯେକୌଣସି ଦିନ ନିର୍ବାଚନ କମିଶନର ତାରିଖ ଘୋଷଣା କରିପାରନ୍ତି। ଚଳିତ ଲୋକସଭାର କାର୍ଯ୍ୟକାଳ ଜୁନ୍ ୩ରେ ଶେଷ ହେବ। ଲୋକସଭା ନିର୍ବାଚନ ସହ ଓଡିଶା, ଆନ୍ଧ୍ରପ୍ରଦେଶ, ସିକିମ୍, ଅରୁଣାଚଳପ୍ରଦେଶ ବିଧାନସଭା ନିର୍ବାଚନ ଏକସଙ୍ଗ ହୋଇପାରେ। ସେହିପରି ଜମ୍ମୁ କାଶ୍ମୀର ବିଧାନସଭା ଭଙ୍ଗ କରାଯାଇଥିବାରୁ ନିୟମ ଅନୁଯାୟୀ ମେ ଶେଷ ସୁଦ୍ଧା ସେଠାରେ ନିର୍ବାଚନ କରିବାକୁ ହେବ। ତେବେ ଭାରତ-ପାକ୍ ସୀମାରେ ଉତ୍ତେଜନା ଲାଗି ରହିଥିବାରୁ ସେଠାରେ ନିର୍ବାଚନ ସୁରକ୍ଷା ପରିସ୍ଥିତି ଉପରେ ନିର୍ଭର କରିବ।

   Related Posts