Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଦୂରନ୍ତ ଏକ୍ସପ୍ରେସ ଲାଇନଚ୍ୟୁତ୍, ଅନ୍ୟାନ୍ୟ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ

3/12/2021 at 12:35 PM

ଚଣ୍ଡିଖୋଲ ୦୩/୧୨: ଯଶମନ୍ତପୁର-ହାୱଡା ଦୂରନ୍ତ ଏକ୍ସପ୍ରେସ ଲାଇନଚ୍ୟୁତ ହୋଇଛି । ହରିଦାସପୁର ନିକଟରେ ଲାଇନଚ୍ୟୁତ ହୋଇଛି ଦୂରନ୍ତ ଏକ୍ସପ୍ରେସ । ଟ୍ରେନର ଗୋଟିଏ ବଗି ଲାଇନ୍ ତଳକୁ ଖସିଯାଇଥିବା ସୂଚନା ରହିଛି । ତେବେ ଏଥିରେ କାହାର କିଛି କ୍ଷତି ହୋଇନଥିବା ଜଣାପଡିଛି । କୋଲକାତାରୁ ଭୁବନେଶ୍ବର ଯାଉଥିବା ବେଳେ ଲାଇନଚ୍ୟୁତ ହୋଇଛି । ଲାଇନଚ୍ୟୁତ ଯୋଗୁ ଅନ୍ୟାନ୍ୟ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି ।

   Related Posts