Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ପଛରୁ ଆସି ଝାମ୍ପି ନେଲେ ୨ଲକ୍ଷ ଟଙ୍କା, ଲୁଟେରାଙ୍କ ଆକ୍ରମଣରେ ବାଇକ ଆରୋହୀ ଗୁରୁତର

21/01/2021 at 9:57 AM

ବ୍ରହ୍ମପୁର ୨୧।୦୧: କଲେଜ ସମ୍ମୁଖରୁ ଲୁଟ୍‌ । ୨ଜଣ ଦୁର୍ବୃତ୍ତ ବାଇକରେ ଆସି ଝାମ୍ପିନେଲେ ୨ଲକ୍ଷ ଟଙ୍କା । ଲୁଟେରା ଆକ୍ରମଣରେ ବାଇକ ଆରୋହୀ ଗୁରୁତର ହୋଇଛନ୍ତି ।  ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ରୋଲଣ୍ଡ କଲେଜ ସମ୍ମୁଖରୁ ଲୁଟ୍‌ ହୋଇଛି ।  

ଖବର ଅନୁଯାୟୀ, ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ରୋଲଣ୍ଡ କଲେଜ ସମ୍ମୁଖରେ ଜଣେ ବାଇକ୍‌ ଆରୋହୀ କୌଣସି କାମରେ ଆନ୍ଧ୍ରକୁ ଯାଉଥିଲା । ଠିକ୍‌ ଏହି ସମୟରେ ପଛରୁ ୨ଜଣ ଲୁଟେରା ବାଇକ ଆରୋହୀଙ୍କୁ ଆକ୍ରମଣ କରିଥିଲେ, ଏବଂ ଲୁଟି ନେଇଛନ୍ତି ୨ଲକ୍ଷ ଟଙ୍କା । ତେବେ ଦୁର୍ବୃତ୍ତଙ୍କ ଆକ୍ରମଣରେ ବାଇକ ଆରୋହୀନ ଗୁରୁତର ହୋଇଛନ୍ତି । ସେଠାରୁ ତାଙ୍କୁ ଉଦ୍ଧାର କରି ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

   Related Posts