Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ତାଲା ଭାଙ୍ଗି ଚୋରି, ମନ୍ଦିରରୁ ୫ ଲକ୍ଷ ଟଙ୍କାର ପିତଳ ମୂର୍ତ୍ତି ଲୁଟ୍‌

16/10/2021 at 12:48 PM

ଭୁବନେଶ୍ବର ୧୬।୧୦: ମନ୍ଦିରରୁ ମୂର୍ତ୍ତି ଚୋରୀ । ହରିଦାସପୁରର ସ୍ବପ୍ନେଶ୍ବର ମନ୍ଦିରର ତାଲା ଭାଙ୍ଗି ପିତଳ ମୂର୍ତ୍ତି ଚୋରୀ କରି ନେଇଛନ୍ତି ଦୁର୍ବୁତ୍ତ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ଏହି ଚୋରୀରେ ସ୍ଥାନୀୟ ଯୁବକଙ୍କ ହାତ ଥିବା ସନ୍ଦେହ କରାଯାଉଛି ।

ଖବର ଅନୁଯାୟୀ, ଭୁବନେଶ୍ୱର ହରିଦାସପୁରର ସ୍ୱପ୍ନେଶ୍ୱର ମନ୍ଦିରର ତାଲା ଭାଙ୍ଗି ପିତଳ ମୂର୍ତ୍ତି ଚୋରି ହୋଇଥିବା ଅଭିଯୋଗ ହୋଇଛି । ତେବେ ଚଳନ୍ତି ପ୍ରତିମା ସହ ରାଧାକୃଷ୍ଣ ଓ ଚନ୍ଦ୍ରଶେଖରଙ୍କ ମୂର୍ତ୍ତି ମଧ୍ୟ  ଚୋରି ହୋଇଛି । ଚୋରି ହୋଇଥିବା ପିତଳ ମୂର୍ତ୍ତିର ମୂଲ୍ୟ ପ୍ରାୟ ୫ ଲକ୍ଷ ଟଙ୍କା ହେବ । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି । ଘଟଣାରେ କିଛି ସ୍ଥାନୀୟ ଯୁବକଙ୍କ ହାତ ଥିବା ସନ୍ଦେହ କରାଯାଉଛି ।

   Related Posts