Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ମାତିଛନ୍ତି ଲୁଟେରା, ୨ ଦିନରେ ୫ ଚୋରି

10/11/2021 at 2:59 PM

ଚଣ୍ଡିଖୋଲ ୧୦।୧୧ : ୨ ଦିନରେ ୫ଜଣଙ୍କ ଘରୁ । ଯାଜପୁର ଜିଲ୍ଲା ଧର୍ମଶାଳା ଥାନାର ବିଭିନ୍ନ ସ୍ଥାନରୁ ଏହି ଚୋରିର ଅଭିଯୋଗ ଆସିଛି । ଦିନକୁ ଦିନ ଅଞ୍ଚଳରେ ଚୋରି କାରବାର୍‌ ବଢୁଥିବା ନେଇ ଲୋକଙ୍କ ମନରେ ଭୟ ଆତଙ୍କ ଖେଳିଯାଇଛି । ପୋଲିସ ଘଟଣାରେ ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଧର୍ମଶାଳା ଜାରକା ନିକଟ ଜାମୁବଣିଆ ମୌଜାରେ ରହୁଥିବା ଜଣେ ପୋଲିସ ଅଧିକାରୀଙ୍କ ଅନୁପସ୍ଥିତିରେ ଚୋର ମାନେ ଘରେ ପଶି ନଗଦ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଇଛନ୍ତି । ଏହାସହିତ କୁମାରୀ ସ୍ଥିତ ଆଉ ଜଣେ ପୋଲିସ ଅଧକାରୀଙ୍କ ଘରେ  ପଶି ସୁନା ଗହଣା ଓ ଟଙ୍କା ଲୁଟି ନେଇଛନ୍ତି ଲୁଟେରା ।

 ସେହିପରି ଦେଉଳି ସ୍ଥିତ ଆଦର୍ଶ ବିଦ୍ୟାଳୟ ନିକଟରେ ରହୁଥିବା ଜଣେ ଶିକ୍ଷୟତ୍ରୀ ଙ୍କ ଘରେ ମଧ୍ୟ କଳକନା ବୁଲାଇଛନ୍ତି ଚୋର ।  ବିଭିନ୍ନ ସ୍ଥାନରୁ  ଚୋରି ହୋଇଥିବା ନେଇ ଧର୍ମଶାଳା ଥାନାରେ ଲିଖିତ ଅଭିଯୋଗ ହୋଇଛି । ଏନେଇ ଧର୍ମଶାଳା ପୋଲିସ ସନ୍ଧାନୀ କୁକୁର ନେଇ ଛାନ୍‌ଭିନ୍‌ ଆରମ୍ଭ କରିଛି ।ଅଞ୍ଚଳରୁ ଚୋରି ଘଟଣା ବଢୁଥିବା ନେଇ ପୋଲିସ ପକ୍ଷରୁ ପାଟ୍ରୋଲିଂ ଆରମ୍ଭ କରିଦେଇଛି ।

   Related Posts