Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୦ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩ କୋଭିଡ୍ ସଂକ୍ରମିତ, ୩୩୩୩୧୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ କମୁଛି କୋଭିଡ଼ ସଂକ୍ରମଣ, ଗତ ୨୪ଘଣ୍ଟାରେ ୧୫,୧୪୪ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଜୟପୁର : ଚଳନ୍ତା ବସ୍‌ରେ ଲାଗିଲା ବିଦ୍ୟୁତ ତାର ; ୬ ମୃତ , ୧୭ ଗୁରୁତର
  • ||
  • ଅପରେସନ ଗ୍ରୀନ କ୍ଲିନ, ପ୍ରାୟ ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||

ବାଇକ୍‌ରେ ଆସିଲେ ଲୁଟେରା , ବନ୍ଧୁକ ଦେଖାଇ ନେଇଗଲେ ୫ଲକ୍ଷ ଟଙ୍କା

28/12/2020 at 2:42 PM

ଖଲ୍ଲିକୋଟ ୨୮।୧୨: ବନ୍ଧୁକ ଦେଖାଇ ଲୁଟି ନେଲେ ୫ଲକ୍ଷ ଟଙ୍କା । ଗଞ୍ଜାମ ଜିଲ୍ଲା ଭେଜିପୁଟ ନିକଟସ୍ଥ ମୁକ୍ତେଶ୍ୱର ମନ୍ଦିର ନିକଟରୁ ଲୁଟ୍‌ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, ସ୍ୱସ୍ତି ରିସର୍ଟର ଜଣେ କର୍ମଚାରୀ ଟାଟା ମ୍ୟାଜିକ୍‌ ଗାଡ଼ିରେ ୫ ଲକ୍ଷ ଟଙ୍କା ନେଇ ବ୍ୟାଙ୍କ ଯାଉଥିଲେ । ଠିକ୍‌ ଏହି ସମୟରେ ୩ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ଟଙ୍କା ନେଇ ଫେରାର ହୋଇଯାଇଛନ୍ତି । ମୁକ୍ତେଶ୍ଵର ମନ୍ଦିର ନିକଟରେ ୩ଜଣ ଲୁଟେରା ବାଇକ୍ ରେ ଆସି ବନ୍ଧୁକ ଦେଖାଇ ୫ଲକ୍ଷ ଟଙ୍କା ଲୁଟି ନେଇଛନ୍ତି । ପୂର୍ବରୁ ଦୁଇ ଦିନ ତଳେ ମଧ୍ୟ ବ୍ରହ୍ମପୁରର ଜଣେ ସାମ୍ବାଦିକଙ୍କ ଠାରୁ ୨ଲକ୍ଷ ଟଙ୍କା ଲୁଟ ହୋଇଥିଲା । ଏବେ ଜଣେ ବ୍ୟକ୍ତିଙ୍କ ଠାରୁ ୫ଲକ୍ଷ ଟଙ୍କା ଲୁଟ୍‌ ହୋଇଯାଇଛି ।

   Related Posts