Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

କଳା ପଲସର ଆତଙ୍କ, ବାଇକ୍‌ରେ ଆସି ଲୁଟିନେଲେ ଗହଣା ଭର୍ତ୍ତି ବ୍ୟାଗ୍

19/10/2020 at 2:01 PM

ପାଟଣା ୧୯।୧୦: କେନ୍ଦୁଝର ଜିଲ୍ଲାରେ ପୁଣି କଳା ପଲସର ଆତଙ୍କ । ଦୋକାନ ଖୋଲୁଥିବା ସମୟରେ ୨ଟି କଳା ପଲସରେ ୪ଜଣ ଦୁର୍ବୁତ୍ତ ଆସି ଲୁଟିନେଇଛନ୍ତି ଲକ୍ଷାଧିକ ଟଙ୍କା ଗହଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍ ଜାରି ରଖିଛି ।

ଖବର ଅନୁଯାୟୀ, ଆଜି ସକାଳ ସମୟରେ ବରିଆ ଥାନା ଭଣ୍ଡାବଜାରର ଏକ ଗହଣା ଦୋକାନ ଖୋଲୁଥିଲେ ମାଲିକ ବିଦ୍ୟାଧର । ତେବେ ଗହଣା ବ୍ୟାଗ୍‌ ତଳେ ରଖି ଦୋକାନ ଖୋଲିବା ସମୟରେ ୪ଜଣ ଦୁର୍ବୁତ୍ତ କଳା ପଲସରରେ ଆସିଥିଲେ, ଏବଂ ଗହଣା ବ୍ୟାଗ୍‌ଟିକୁ ଲୁଟି ନେଇଛନ୍ତି । ଘଟଣାସମ୍ପର୍କରେ ବାରିଆ ପୋଲିସ ଓ ଚମ୍ପଆ ଏସ୍‌ଡିପିଓ ଜାଣିଥିଲେ , ଏବଂ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛନ୍ତି । ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ରେଡ୍‌ ଚାଲିଛି ।

   Related Posts