Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ଆଜବେଷ୍ଟ ଭାଙ୍ଗି ଲୁଟି ନେଲା ଲକ୍ଷାଧିକ ଟଙ୍କାର ସୁନା ଓ ଗହଣା, ସିସିଟିଭିରେ କଏଦ ହେଲା ଚିତ୍ର

16/01/2021 at 9:47 AM

ପାଟଣା ୧୬।୦୧: ପୋଲିସକୁ ପୁଣି ଚ୍ୟାଲେଞ୍ଜ । ଲୁଟେରାଙ୍କ ଟାର୍ଗେଟରେ ଜୁଏଲାରୀ । କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅଞ୍ଚଳରେ ଲୁଟ୍‌ ଘଟିଛି । ଏକ ଜୁଏଲାରୀରୁ ଲକ୍ଷାଧିକ ଟଙ୍କାର ସୁନା ଓ ଗହଣା ଲୁଟ୍‌ ହୋଇଛି ।

ଖବର ଅନୁଯାୟୀ, ଶନିବାର ବିଳମ୍ବିତ ରାତରେ ପାଟଣା ବଜାର ଉପରେ ଥିବା ପ୍ରମିଳା ଜୁଏଲାରୀର ପଛ ପଟ ଆଜବେଷ୍ଟ ଭାଙ୍ଗି ଲୁଟ୍‌ ହୋଇଛି । ଦୋକାନ ଭିତରୁ ପ୍ରାୟ ଲକ୍ଷାଧିକ ଟଙ୍କାର ସୁନା ଓ ଗହଣା ଲୁଟ୍‌ ହୋଇଛି । ଏନେଇ ଦୋକାନା ମାଲିକ ଥାନାରେ ଅଭିଯୋଗ କରିଛନ୍ତି । ଥାନାରେ ଅଭିଯୋଗ ପରେ ପୋଲିସ ଦୋକାନାରେ ଲାଗିଥିବା ସିସିଟିଭି ଫୁଟେଜ୍‌ ଯାଞ୍ଚ କରୁଛି । ତେବେ ଲୁଟ୍‌ ସମୟରେ ସିସିଟିଭିରେ କିଛି ଟିତ୍ର କଏଦ ହୋଇଥିବା ସୂଚନା ମିଳିଛି ।

   Related Posts