Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ

15/01/2021 at 1:32 PM

ବରଗଡ୧୫/୧: ବ୍ୟବସାୟୀଙ୍କ ମାଆଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟି ନେଲେ ନଗଦ ଟଙ୍କା ଏବଂ ସୁନା-ଗହଣା। ଏ ନେଇ  ଗତ ୧୨ରେ ବରଗଡ଼ ଥାନାରେ ପରିବାର ଲୋକେ ଅଭିଯୋଗ  କରିଥିଲେ। ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ବରଗଡ଼ ପୋରାଞ୍ଚଳ ଅନ୍ତର୍ଗତ ସଂହରାପଡ଼ାରେ ରହୁଥିବା ବ୍ୟବସାୟୀ ଅଙ୍କିତ ରେଖାନିଙ୍କ ଘରେ ୩ ଜଣ ଦୁର୍ବୃତ୍ତ ଏକ ବାଇକରେ ପହଞ୍ଚି ଡକାୟତି କରିଥିଲେ।

ଅଙ୍କିତଙ୍କ ସ୍ତ୍ରୀ ମାର୍କେଟିଂ ପାଇଁ ଘରୁ ବାହାରକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ଏକୁଟିଆ ଥିବା ଅଙ୍କିତଙ୍କ ମାଙ୍କୁ ମାରଣାସ୍ତ୍ର ଦେଖାଇ ନଗଦ ପ୍ରାୟ ୨୦ ଲକ୍ଷ ଟଙ୍କା ଓ ସୁନା ଗହଣା ଲୁଟ କରି ନେଇଥିଲେ। ଉକ୍ତ ଘଟଣାର ତଦନ୍ତ କରି ପୋଲିସ ୩ ଜଣ ଅଭିଯୁକ୍ତକୁ ଗିରଫ କରିଛି।ସେମାନେ ହେଲେ ବରଗଡ଼ ଥାନା ଅଧିନସ୍ଥ  ବିକାଶ ମଟାରୀ , ଅଶୋକ ରଣା ଓ ସୁଶାନ୍ତ ଭୁଏ। ଏଥିସହ ସେମାନଙ୍କ ଠାରୁ ନଗଦ ଟଙ୍କା, ଦୁଇଟି ଛୁରୀ ,ଗୋଟିଏ ମୋବାଇଲ, ଗୋଟିଏ ମୋଟରସାଇକେଲ , ସୁନା ଓ ହୀରା ଗହଣା ଜବତ କରାଯାଇଥିବା ବରଗଡ଼ ଏସ ପି ପଦ୍ମିନୀ ସାହୁ ସୂଚନା ଦେଇଛନ୍ତି।

   Related Posts