ଏଚ୍‌ଡିଏଫ୍‌ସି ବ୍ୟାଙ୍କ୍ ଏଟିଏମ୍ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

Published By : Prameya-News7 Bureau | April 14, 2019 IST

ଚଣ୍ଡିଖୋଲ ୧୪|୪: ଯାଜପୁର ଜିଲ୍ଲା ଚଣ୍ଡିଖୋଲ ନିକଟ ନେଉଳୁପୁରଠାରେ ଥିବା ଏଚଡିଏଫସି ବ୍ୟାଙ୍କ ଏଟିଏମ୍ ଭାଙ୍ଗି ଟଙ୍କା ଲୁଟ୍ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ ମାନେ ଏଟିଏମ୍ ଭାଙ୍ଗି ମେସିନ ତାଡି ନେଇଯାଇ ଥିବାବେଳେ ଟଙ୍କାର ପରିମାଣ ଜଣାପଡିନାହିଁ । ଘଟଣାସ୍ଥଳରେ ଧର୍ମଶାଳା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.