Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୈତାନ ସ୍ୱାମୀ, ସ୍ତ୍ରୀର ତଣ୍ଟିଚିପି କଲା ହତ୍ୟା !
  • ||
  • ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୨ ଜଣଙ୍କ ଜୀବନ, ୩୩୮୮ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୪୦୫ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଚିରାଗଙ୍କ ହାତରୁ ଖସିଲା କମାଣ୍ଡ୍ : ଚାଚା ପଶୁପତିଙ୍କୁ ଗ୍ରୀନ ସିଗନାଲ୍, LJP ସଂସଦୀୟ ଦଳର ନେତା ହେଲେ ପାରସ
  • ||
  • ସାରା ବିଶ୍ୱର ଚିନ୍ତା ବଢାଇଲା ଡେଲ୍ଟା ଭାରିଆଣ୍ଟ : ବ୍ରିଟେନ ସମେତ ଅନେକ ଦେଶରେ ଫେରିଲା କଟକଣା
  • ||
  • ନକଲି ଔଷଧ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ୍, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
  • ||
  • କାର୍ଯ୍ୟାଳୟ ନା ସ୍ପା ? ଖଟରେ ଆରାମରେ ଶୋଇଛନ୍ତି ପୋଲିସ ବାବୁ, କଏଦୀ କରୁଛନ୍ତି ମସାଜ୍
  • ||

ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମ୍ ତାଡି ଲୁଟ୍

1/01/2019 at 11:24 AM

ବାଲେଶ୍ବର ୦୧|୦୧: ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମ୍ ତାଡି ଲୁଟ୍ କଲେ ଲୁଟେରା । ବାଲେଶ୍ବର ଜିଲ୍ଲା ସିମୁଳିଆ ଥାନା ଅଡାଇ ବଜାରରେ ଥିବା ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ ଏଟିଏମକୁ ବିଳମ୍ଵିତ ରାତିରେ ଲୁଟେରାମାନେ ଭାଙ୍ଗି ଲୁଟି ନେଇଛନ୍ତି । ଘଟଣା ଜଣାପଡିବା ପରେ ବ୍ୟାଙ୍କ୍ ପକ୍ଷରୁ ସିମୁଳିଆ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୁଲିସ ତଦନ୍ତ ଆରମ୍ଭ କରିଛି। କେତେ ଟଙ୍କା ଲୁଟ୍ ହୋଇଛି ତାହା ଜଣାପଡିନାହିଁ ।

   Related Posts