Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରହ୍ମପୁର ; ବ୍ରହ୍ମପୁର ବଡବଜାର ଥାନା ଅନ୍ତର୍ଗତ ଗଣେଶ ନଗରରେ ପୁଲିସ୍ ର ଚଢାଉ
  • ||
  • ନକଲି ଟମାଟ, ଚିଲି, ସୋୟା ସୋସ୍ ୟୁନିଟ୍ ଉପରେ ଚଢାଉ
  • ||
  • କେତେ ପରିମାଣର ନକଲି ସାମଗ୍ରୀ ଜବତ, ତାହା ତଦନ୍ତ ପରେ ଜଣାପଡିବ ବୋଲି ପୁଲିସର ସୂଚନା
  • ||
  • ବରଗଡ଼ରେ ବିରାଟ ଚାଷୀ ସମାବେଶ, ଯୋଗଦେଲେ ୧୦ ଜିଲ୍ଲାର ୫ ହଜାର କୃଷକ
  • ||
  • ଜୟପୁର : ଜୟପୁର କୋଟପାଡରେ ନକଲି ବିଦେଶୀ ମଦ କରାଖାନା ଠାବ, ବିପୁଳ ପରିମାଣର ନକଲି ମଦ
  • ||
  • ଜଳେଶ୍ଵର : STFର ଚଢାଉ ବେଳେ ଜଳେଶ୍ୱର ବଜାରରୁ ନକଲି ପାନ ମସଲା ଜବତ, ଦୁଇ ଅଟକ
  • ||
  • ଜଳେଶ୍ଵର : ଜଳେଶ୍ଵର ଝାଡ଼େଶ୍ୱରପୁର ବସ୍ତିରୁ ବିପୁଳ ପରିମାଣର ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଫେରାର
  • ||
  • ବଲାଙ୍ଗୀର : ବୋଲେରୋ ଧକ୍କାରେ ସାଇକେଲ୍ ଆରୋହୀ ମୃତ, କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୪ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • କଟକ ନେତାଜୀ ବସ୍ ଟର୍ମିନାଲର ଶିଳାନ୍ୟାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||

ବନ୍ଧୁକ-ଖଣ୍ଡା ଦେଖାଇ ଲୁଟି ନେଲେ ୬ ଲକ୍ଷ ଟଙ୍କା: ଭାଙ୍ଗି ଦେଲେ ବ୍ରାଞ୍ଚ ମ୍ୟାନେଜରଙ୍କ ହାତ

13/01/2021 at 7:56 PM

ରାଉକେଲା୧୩/୧: ସୁନ୍ଦରଗଡ଼ ବିରାମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଡୁମେରଜୋର ଏସ୍‌ବିଆଇରେ ଲୁଟ୍। ବନ୍ଧୁକ, ଖଣ୍ଡା ଦେଖାଇ ଲୁଟିନେଲେ  ପ୍ରାୟ ୬ ଲକ୍ଷ ଟଙ୍କା। ଘଟଣାସ୍ଥଳରେ ବିରମିତ୍ରପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଲୁଟେରା ଆକ୍ରମଣରରେ ବ୍ରାଞ୍ଚ ମ୍ୟାନେଜର ଦୀପ୍ତିକାନ୍ତ ମଲ୍ଲିକ ଆହତ। ଖଣ୍ଡା ମାଡରେ ଭାଙ୍ଗିଲା ବ୍ରାଞ୍ଚ ମ୍ୟାନେଜରଙ୍କ ହାତ। ଦୁଇଟି ବାଇକରେ ୪ ଜଣ ମୁଖା ପିନ୍ଧା ଦୁର୍ବୃତ୍ତ ଆସି ଲୁଟ କରିଥିଲେ।

   Related Posts