Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||
  • ମଙ୍ଗଳବାର ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା, ମିଳିବ ନିର୍ବାଚନୀ ଚିହ୍ନ
  • ||

ସ୍କୁଲ ଭିତରେ ପଶି ଦୁଇ ଶିକ୍ଷୟିତ୍ରୀଙ୍କୁ ବନ୍ଧୁକ ଓ ଛୁରୀ ଦେଖାଇ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ

2/12/2021 at 5:41 PM

ବାରିପଦା, ୦୨।୧୨: ମୟୂରଭଞ୍ଜ ଜିଲ୍ଲାରେ ଥମିବାରେ ନାମ ନେଉ ନାହିଁ ଲୁଟ ଘଟଣା। ଦିନକୁ ଦିନ ବନ୍ଧୁକ ଓ ଛୁରୀ ଲଗାଇ ଜୀବନରୁ ମାରିଦେବାର ଭୟ ଦେଖାଇ ଦିନ ଦ୍ୱିପ୍ରହରରେ ଲକ୍ଷାଧିକ ଟଙ୍କାର ଲୁଟ କରୁଛନ୍ତି ଦୁର୍ବୃତ୍ତ। ଆଜି ମଧ୍ୟ ଅନୁରୂପ ଭାବେ ଦିନ ଦ୍ୱିପ୍ରହରରେ ବାରିପଦା ସଦର ଥାନା ଅନ୍ତର୍ଗତ ବାଉରା ପ୍ରାଥମିକ ବିଦ୍ୟାଳୟରେ ଦୁଇ ଜଣ ଦୁର୍ବୃତ୍ତ ପଶି ବନ୍ଧୁକ ଓ ଛୁରୀ ଦେଖାଇ ଦୁଇ ଶିକ୍ଷୟତ୍ରୀଙ୍କ ଠାରୁ ଲୁଟିଛନ୍ତି ।

ସେମାନଙ୍କ ନିକଟରୁ ଦୁଇଟି ସୁନାର ମଙ୍ଗଳ ସୂତ୍ର, ଦୁଇଟି କାନଫୁଲ, ହଳେ ପଲାକୁ ମିଶାଇ ପ୍ରାୟ ଲକ୍ଷାଧିକ ଟଙ୍କାର ଗହଣା ଲୁଟ କରିଛନ୍ତି। ଏନେଇ ଦୁଇ ଶିକ୍ଷୟତ୍ରୀ ନମିତା ମହାନ୍ତ ଓ ସ୍ବର୍ଣ୍ଣାଲତା ସରେନ ବାରିପଦା ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସଦର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts