Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

କମିଶନରେଟ ପୋଲିସକୁ ଲୁଟେରାଙ୍କ ଚ୍ୟାଲେଞ୍ଜ, ବ୍ୟାଙ୍କ ସାମ୍‌ନାରୁ ଝାମ୍ପି ନେଲେ ୫ ଲକ୍ଷ ଟଙ୍କା

8/09/2020 at 2:20 PM

ଭୁବନେଶ୍ୱର ୦୮।୦୯: କମିଶନରେଟ ପୋଲିସକୁ ପୁଣି ଲୁଟେରାଙ୍କ ଚ୍ୟାଲେଞ୍ଜ । ବ୍ୟାଙ୍କ ସାମ୍ନାରୁ ଝାମ୍ପି ନେଲେ ୫ ଲକ୍ଷ ଟଙ୍କା । ଭୁବନେଶ୍ୱର ଉପକଣ୍ଠ ନଖରା ସ୍ଥିତ ଏକ ବ୍ୟାଙ୍କ ସାମ୍ନାରେ ଘଟିଛି ଘଟଣା ।

ଖବରଅନୁଯାୟୀ, ଭୁବନେଶ୍ୱର ଉପକଣ୍ଠ ନଖରା ସ୍ଥିତ ଇଣ୍ଡିଆନ ଓଭରସିଜ ବ୍ୟାଙ୍କ ସାମ୍ନାରୁ ଲୁଟ୍ କରିଛନ୍ତି ଦୁର୍ବୃତ୍ତ । ଟଙ୍କା ନେଇ ବ୍ୟାଙ୍କରୁ ଫେରୁଥିବା ବେଳେ ବାଇକରେ ଆସି ଲୁଟେରା ଟଙ୍କା ଲୁଟ୍ କରି ନେଇଛନ୍ତି । ଲୁଟ ସମୟର ଭିଜୁଆଲ ସିସିଟିଭରେ କଏଦ ହୋଇଛି ।

   Related Posts