Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : ଖସୁଛି କରୋନା ଗ୍ରାଫ, ଦେଶରେ ଗତ ୨୪ଘଣ୍ଟାରେ ୩୬୬୦୪ ନୂଆ କୋଭିଡ଼ ଆକ୍ରାନ୍ତ ଚିହ୍ନଟ
  • ||

ବଡ ଧରଣର ବାଇକ୍ ଲୁଟେରା ଗ୍ୟାଙ୍ଗ୍ ଠାବ : ୫ ସଦସ୍ୟ ଗିରଫ, ୩୫ଟି ବାଇକ୍ ଜବତ

24/10/2020 at 2:12 PM

କଟକ ୨୪।୧୦: କଟକରୁ ବଡ ଧରଣର ବାଇକ୍ ଲୁଟେରା ଗ୍ୟାଙ୍ଗ୍ ଠାବ ହୋଇଛି । କଟକ ଜଗତପୁର ଥାନା ପୋଲିସ କବଜାରେ ଏବେ ଲୁଟେରା ଗ୍ୟାଙ୍ଗ୍ । ଗ୍ୟାଙ୍ଗର ୫ ଜଣ ସଦସ୍ୟଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ନିକଟରୁ ୩୫ଟି ଚୋରା ବାଇକ୍ ଜବତ କରାଯାଇଛି । ଏ ନେଇ କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ।

ଏହି ଲୁଟେରାମାନେ ବିଭିନ୍ନ ସ୍ଥାନରେ ଲୋକଙ୍କୁ ଟାର୍ଗେଟ୍ କରି ବାଇକ୍ ଚୋରି କରୁଥିଲେ । କୌଣସି ବିଶେଷ ସୂତ୍ରରୁ ସୂଚନା ପାଇ ପୋଲିସ ଏମାନଙ୍କ ଉପରେ ନଜର ରଖିଥିଲା । ତେବେ ଗ୍ୟାଙ୍ଗର ୫ଜଣ ସଦସ୍ୟଙ୍କୁ ଗିରଫ କରାଯାଇଥିବା ଏସପି କହିଛନ୍ତି ।

   Related Posts