Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||
  • ସୋର : ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍
  • ||
  • କଟକ : କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି
  • ||
  • ଆଠମଲ୍ଲିକ : ଜଳ ପ୍ରକଳ୍ପ ସ୍ଥାନାନ୍ତର ପ୍ରତିବାଦ, ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ
  • ||
  • ପୁରୀ : ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ମାଲକାନଗିରି : ପୋଲିସ-ନକ୍ସଲ ଗୁଳିବିନମୟ : ଜଣେ ନିହତ, ମୁଣ୍ଡ ଉପରେ ୫ଲକ୍ଷ ଟଙ୍କାର ପୁରସ୍କାର
  • ||
  • ତେଲକୋଇ : ମହୁଲ ବୋଝେଇ ମିନିଟ୍ରକ୍ ଜବତ, ଜଣେ ଅଟକ
  • ||
  • ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||

ଗ୍ରାମବାସୀଙ୍କ ମାଡରେ ଲୁଟେରା ମୃତ ! ଚେନ୍ ଲୁଟ୍ ଉଦ୍ୟମ ବେଳେ ଧରି ଛେଚିଥିଲେ ଲୋକେ

1/03/2021 at 12:14 PM

ନୟାଗଡ ୧।୩: ଗ୍ରାମବାସୀଙ୍କ ମାଡରେ ଲୁଟେରା ମୃତ । ନୟାଗଡ ଜିଲ୍ଲା ସଦର ଥାନା ବାରବାଟୀ ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ,  ନୟାଗଡ ଜିଲ୍ଲା ସଦର ଥାନା ବାରବାଟୀ ଗାଁ ନିକଟରେ ଲୁଟ୍ ଉଦ୍ୟମ ବେଳେ ଲୁଟେରାକୁ ପିଟିଲେ ଗ୍ରାମବାସୀ । ଚେନ୍ ଲୁଟେରାକୁ କାବୁ କରି ପୋଲିସ ଜିମା ଦେଲେ ଗ୍ରାମବାସୀ । ଗୁରୁତର ଅବସ୍ଥାରେ ଲୁଟେରାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ମେଡିକାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜଣାପଡିଛି । ମୃତକ ହେଲେ ଶରଣପୁର ଥାନା ବିନିସର ଗାଁର ପ୍ରଭାତ କୁମାର ରାଉତ । ପୂର୍ବରୁ ପ୍ରଭାତ ନାଁରେ ବିଭିନ୍ନ ଥାନାରେ ମାମଲା ଥିଲା ବୋଲି ଜଣାପଡିଛି ।

   Related Posts