Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ମନ୍ଦିରରୁ ମୂର୍ତ୍ତି ଓ ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

23/01/2020 at 10:33 AM

ଭଦ୍ରକ ୨୩/୧: ମନ୍ଦିରରୁ୪ ଯୋଡି ମୂର୍ତ୍ତି ଚୋରି ସହ ଠାକୁରଙ୍କ ଅଳଙ୍କାର ଲୁଟ୍ ହୋଇଛି । ହୁଣ୍ଡି ଭାଙ୍ଗିବା ପାଇଁ ଚେଷ୍ଟା କରି ବିଫଳ ହେଲେ ଲୁଟେରା । ଭଦ୍ରକ ଜିଲ୍ଲା ଗ୍ରାମଞ୍ଚଳ ଥାନା ପଥରଆଡ଼ି ସ୍ଥିତ ରାଧାକୃଷ୍ଣ ମନ୍ଦିରରୁ ଚୋରି ହୋଇଛି । ମନ୍ଦିର ଗ୍ରୀଲର ତାଲା ଭାଙ୍ଗି ଲୁଟ ହୋଇଛି ।

ଅଜଣା ଦୁର୍ବୃତ୍ତ ତାଲା ଭାଙ୍ଗି ୪ ଯୋଡି ରାଧାକୃଷ୍ଣଙ୍କ ମୂର୍ତ୍ତି ଚୋରି କରିଥିବା ସୂଚନା ମିଳିଛି । ଠାକୁରଙ୍କ ସୁନା , ରୂପା ଅଳଙ୍କାର ସହ ଘଣ୍ଟି ଓ ମାଇକ ସେଟ ମଧ୍ୟ ଚୋରି ହୋଇଥିବା ସୂଚନା ମିଳିଛି । ମନ୍ଦିରରେ ଥିବା ହୁଣ୍ଡିକୁ ଭାଙ୍ଗିବା ଚେଷ୍ଟା ବିଫଳ ହୋଇଥିବାରୁ ଦୁର୍ବୁର୍ତ୍ତମାନେ ଛାଡିଚାଲିଯାଇଛନ୍ତି । ଗ୍ରାମଞ୍ଚଳ ପୋଲିସ ତଦନ୍ତ ଆରମ୍ଭ କରିଛି ।

   Related Posts