Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଅଣସର ଘରେ ସୁସ୍ଥ ହେଉଛନ୍ତି ଶ୍ରୀଜିଉ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜପ୍ରସାଦ ବିଜେ ନୀତି

30/06/2019 at 11:23 AM

ପୁରୀ ୩୦/୬: ଅଣସର  ଘରେ ସୁସ୍ଥ ହେଉଛନ୍ତି  ଶ୍ରୀଜିଉ ।  ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜପ୍ରାସାଦ ବିଜେ ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଲାଗି ପାଇଁ ରୁପା ଥାଳିରେ କରାଳ ଚନ୍ଦନ ରାଜପ୍ରାସାଦ ନିଆଯିବ । ଗୁପ୍ତନୀତି ସରିବା ପରେ ରାଜପ୍ରାସାଦ ବିଜେ ନୀତି ସମ୍ପନ୍ନ ହେବ ବୋଲି ଜଣାପଡ଼ିଛି । ଦଇତା ସେବକମାନେ ଏକ ରୁପା ଥାଳିରେ ପାଟବସ୍ତ୍ର ପକାଇ ମହାପ୍ରଭୁଙ୍କ କରାଳ ଚନ୍ଦନ ରାଜପ୍ରସାଦକୁ ନେବେ ।

ସେଠାରେ ଗଜପତି ମହାରାଜ ପ୍ରସାଦ ସେବନ ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କ ସୁସ୍ଥତା ସମ୍ପର୍କରେ ଗଜପତିଙ୍କୁ ଅବଗତ କରାଇବେ । ଏହାସହ ରଥଯାତ୍ରା ଓ ଗୁପ୍ତନୀତି ବିଷୟରେ ସୂଚନା ଦେବେ । ସେପଟେ ଘୋଷଯାତ୍ରାକୁ ଆଉ ମାତ୍ର ୩ ଦିନ । ଜୋରସୋରରେ ଚାଲିଛି ରଥନିର୍ମାଣ କାର୍ଯ୍ୟ । ରଥର ତିନୋଟି ଭୂଇଁ କାର୍ଯ୍ୟ ସଂପୂର୍ଣ୍ଣ ହୋଇ ୧୨ ପରସ୍ତ ପୋଟଳ କାର୍ଯ୍ୟ ଆରମ୍ଭ ହୋଇଛି । ଏବେ ପାରାଭାଡ଼ି, ଦ୍ବାରବେଢ଼ା ଓ କଳସ କାର୍ଯ୍ୟ ବି ଚାଲିଛି ।

   Related Posts