Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ, ସକାଳ ୭ଟାରୁ ରାତି ୯ଟା ଯାଏଁ ପ୍ରବେଶ ଅନୁମତି
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||
  • ଭୁବନେଶ୍ବର : DRDO ତଥ୍ୟ ଲିକ୍ ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ନୂଆ ତଥ୍ୟ, ଦୁବାଇ ଲୁଲୁ ଇଣ୍ଟରନ୍ୟାସନାଲ୍ ଏଜେନ୍ସିରୁ ଆସିଥିଲା ଟଙ୍କା
  • ||

ଜୋ ବାଇଡେନଙ୍କ ଘୋଷଣା : ଭାରତରେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରଦୂତ ହେବେ ଏରିକ୍ ଗାରସେଟି

10/07/2021 at 8:08 AM

ନୂଆଦିଲ୍ଲୀ ୧୦/୦୭: ଏରିକ ଗାର୍ସିଟି ହେବେ ଭାରତରେ ଆମେରିକାର ନୂଆ ରାଷ୍ଟ୍ରଦୂତ । ରାଷ୍ଟ୍ରପତି ଜୋ ବାଇଡେନ ଲସ ଏଞ୍ଜେଲେସର ମେୟର ଏରିକ ଗାର୍ସେଟିଙ୍କ ନାମକୁ ମନୋନୀତ କରିଛନ୍ତି । ହ୍ୱାଇଟ ହାଉସ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆମେରିକୀୟ ସଂସଦର ଉଚ୍ଚ ଗୃହ ସିନେଟରୁ ଅନୁମୋଦନ ମିଳିବା ପରେ ୫୦ ବର୍ଷୀୟ ଗାର୍ସେଟି ଭାରତରେ ଉପସ୍ଥିତ ୟୁଏସ ରାଷ୍ଟ୍ରଦୂତ କେନେଥ ଜଷ୍ଟରଙ୍କ ସ୍ଥାନ ନେବେ ।

ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମୟରେ ଜଷ୍ଟରଙ୍କୁ ଭାରତରେ ଆମେରିକାର ରାଷ୍ଟ୍ରଦୂତ ଭାବରେ ନିଯୁକ୍ତ କରାଯାଇଥିଲା । ହ୍ୱାଇଟ ହାଉସ ଏକାଧିକ ରାଷ୍ଟ୍ରଦୂତ ସହିତ ଏରିକ ଗାର୍ସେଟିଙ୍କ ନାମ ଘୋଷଣା କରିବା ସହ କହିଚି ଯେ, ସେ ୨୦୧୩ରୁ ଲସ ଏଞ୍ଜେଲେସ ଶହରର ମେୟର ଅଛନ୍ତି ଏବଂ ତାଙ୍କ ପାଖରେ ଅଭିଜ୍ଞତା ରହିଛି । ଗାର୍ସେଟୀ ଏକ ବିବୃତ୍ତିରେ କହିଛନ୍ତି ଯେ ରାଷ୍ଟ୍ରପତି ଘୋଷଣା କ୍ରମେ ମୁଁ ଭାରତରେ ଆମେରିକାର ରାଷ୍ଟ୍ରଦୂତ ଭାବରେ କାର୍ଯ୍ୟ କରିବାକୁ ଯୋଗ୍ୟ ବିବେଚିତ ହୋଇଥିବାରୁ ଅତ୍ୟନ୍ତ ଗର୍ବୀତ ।

   Related Posts