Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭଦ୍ରକରେ ଗୁଳିମାଡ଼ କରି ସୁନା ଓ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବରରୁ ଦିନକରେ ୨୦୩ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୪ ସୁସ୍ଥ
  • ||
  • ପୂର୍ବତନ ବିଧାୟକ ଅରୁଣ ଦେ’ ଙ୍କ ପରଲୋକ, କରୋନାରେ ଆକ୍ରାନ୍ତ ପରେ ଚାଲିଥିଲା ଚିକିତ୍ସା
  • ||
  • ସାଗର ହତ୍ୟାକାଣ୍ଡରେ ଦିଲ୍ଲୀ କ୍ରାଇମ ବ୍ରାଞ୍ଚର ୧୭୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ, ସୁଶୀଲ କୁମାର ମୁଖ୍ୟ ଅଭିଯୁକ୍ତ
  • ||
  • ଅନୁଗୋଳ : କାଲି ଜଣଙ୍କର, ଆଜି ଆଉ ଜଣଙ୍କର ମିଳିଲା ମୃତଦେହ : ଏବେବି ଜଣେ ନିଖୋଜ
  • ||
  • ଭୁବନେଶ୍ବର : ଓଡିଶାରେ କମ୍ ରହିଛି ଆର୍ ଭାଲ୍ୟୁ, ୧ ଉପରେ ରହିଲେ ବଢିବ ସଂକ୍ରମଣ : ଡିଏମଇଟି
  • ||
  • ସୋର : ଭୋଜି କରିବାକୁ ଯାଇ ଫେରିଲେନି ଯୁବକ, ମେଡିକାଲରେ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଯାଜପୁର : ଆସନ୍ତା ୪ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର, ଅନୁମତି ଦେଲେ ଜିଲ୍ଲାପାଳ
  • ||
  • ଖଲ୍ଲିକୋଟ : ଖୋଲିଲା ତମ୍ପରା ହ୍ରଦ, ବୋଟିଂର ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ଚାନ୍ଦବାଲି : ବିଦ୍ୟାଳୟ ବରଣ୍ଡାରେ ପଡିଛି ଅଚିହ୍ନା ବୃଦ୍ଧଙ୍କ ମୃତଦେହ, ତଦନ୍ତ ଆରମ୍ଭ କଲା ପୋଲିସ
  • ||

ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ; ବେକରେ ଶାଢି ବାନ୍ଧି ବିବାହିତ ମହିଳାଙ୍କ ସହ ଗଛରେ ଝୁଲିପଡିଲେ ଯୁବକ

13/05/2018 at 9:58 AM

ବରଗଡ଼ ଜିଲ୍ଲା ସୋହେଲା ଥାନା ଅନ୍ତର୍ଗତ କେନ୍ଦୁମୁଣ୍ଡି ଗ୍ରାମ ନିକଟରେ ଏକ ମହୁଲ ଗଛରେ ଦୁଇଜଣ ପ୍ରେମୀଯୁଗଳ ଙ୍କ ମୃତ ଦେହ ଝୁଲନ୍ତା ଅବସ୍ଥା ରେ ପୋଲିସ ଉଦ୍ଧାର କରିଛି । ସୋହେଲା ଥାନା ଅନ୍ତର୍ଗତ ଗ୍ରୀଞ୍ଜେଲ ଗ୍ରାମର ଗଣେଶ ସେଠ ନାମକ ଜଣେ ୨୦ ବର୍ଷୀୟ ଟ୍ରାକ୍ଟର ଚାଳକ ସେହି ଗ୍ରାମର ମେହେର ପଡାର ଜଣେ ବିବାହିତା ମହିଳାଙ୍କୁ ଭଲ ପାଉଥିଲେ । ତେବେ ଆଜି ସକାଳୁ ଗ୍ରାମ ଠାରୁ ୨ କିଲୋମିଟର ଦୂର କେନ୍ଦୁମୁଣ୍ଡି ରାସ୍ତାର ମହୁଲ ଗଛରେ ଗୋଟିଏ ଶାଢ଼ୀରେ ଉଭୟ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି । ମହିଳାଙ୍କ ଗୋଟିଏ ୪ ବର୍ଷର ପୁଅ ଓ ଗୋଟିଏ ୨ ବର୍ଷର ଝିଅ ଅଛି ।ସୋହେଲା ପୋଲିସ ମୃତଦେହ ଗୁଡିକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣା ର ତଦନ୍ତ ଜାରି ରଖିଛି ।

Leave a Reply

   Related Posts