ନୂଆପଡାରେ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
4/11/2018 at 11:59 AM

ନୂଆପଡା ୪/୧୧ : ନୂଆପଡା ଧରମବନ୍ଧା ଥାନା ପାୱରତୋଲା ଗାଁରେ ଆଜି ସକାଳୁ ଝୁଲନ୍ତା ଅବସ୍ଥାରେ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର ହୋଇଛି | ମୃତକ ପ୍ରେମୀଯୁଗଳ ହେଲେ ଶିବ ମାଝୀ ଓ ଅସିତା ମାଝୀ | ତେବେ ସେମାନେ ଦୁଇଜଣ କାହିଁକି ଆତ୍ମହତ୍ୟା କରିଛନ୍ତି ତାର କାରଣ ଜଣାପଡିନାହିଁ | ଘଟଣା ସ୍ଥଳରେ ଧରମବନ୍ଧା ପୋଲିସ ପହଂଚି ମୃତଦେହ ଜବତ କରି ପୋଷ୍ଟ ମର୍ଟମ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି |
Related Posts
ବ୍ରହ୍ମପୁର: ଡିକି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍ ଘଟଣାରେ ଜଣେ ଗିରଫ
18 January 2021