Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ବାତ୍ୟା ଅପଡେଟ୍‌: ଅବପାତର ରୂପ ନେଲା ଲଘୁଚାପ, ୨୪ ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ଼ରେ ହେବ ପରିଣତ

2/12/2021 at 8:44 PM

ଭୁବନେଶ୍ୱର, ୦୧/୧୨: ସାମ୍ଭାବ୍ୟ ବାତ୍ୟା ଏବେ ବଙ୍ଗୋପ ସାଗରରେ ଅବପାତରେ ପରିଣତ ହୋଇଛି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଏହା ଗତି କରୁଥିବା ଜଣାପଡ଼ିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସାମୁଦ୍ରିକ ଝଡ଼ରେ ପରିଣତ ହେବା ସମ୍ଭାବନା ରହିଛି ।

ସାମ୍ଭାବ୍ୟ ବାତ୍ୟାକୁ ନେଇ ୧୪ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏସ୍‌ଆର୍‌ସି ପ୍ରଦୀପ ଜେନା ଏନେଇ ସାମ୍ୱାଦିକ ସମ୍ମିଳନୀ କରି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକୁ ସଜାଗ କରାଯାଇଛି । ଯେଉଁ ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟକୁ ଯାଇଛନ୍ତି ସେମାନଙ୍କୁ ଶୀଘ୍ର ଘରକୁ ଫେରି ଆସିବାକୁ କୁହାଯାଇଛି । ମତ୍ସ୍ୟଜୀବୀମାନେ ସମୁଦ୍ରରୁ ଫେରି ଆସିଥିବା ମତ୍ସ୍ୟ ବିଭାଗ ସୂଚନା ଦେଇଛି ।  

   Related Posts