Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ବୁଧବାର ମୁଖ୍ଯ ଅଭିଯୁକ୍ତ ବିବନର ହେବ ଟିଆଇ ପରେଡ
  • ||
  • ଭୁବନେଶ୍ବର : ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, ମୁଖ୍ଯ ଅଭିଯୁକ୍ତ ବିବନକୁ ୨ ଦିନିଆ ରିମାଣ୍ଡରେ ନେବ ସିବିଆଇ
  • ||
  • ଆଠଗଡ : ଟାୟାର ଫାଟି ଓଲଟିଲା ଟ୍ରକ୍, ଡ୍ରାଇଭର ଆହତ
  • ||
  • ବାଲେଶ୍ବର : ସୋସିଆଲ୍ ମିଡିଆରେ ସ୍ତ୍ରୀର ଉଲଗ୍ନ ଫଟୋ : ସ୍ବାମୀକୁ ଗିରଫ କରି ଦଫା ଲଗାଇଛି ପୋଲିସ, ଅଭିଯୁକ୍ତ କହୁଛି- ମୁଁ ଅପଲୋଡ୍ କରିନି
  • ||
  • ନୂଆପଡା : ୫ ଡକାୟତ ଗିରଫ, ଲୁଟ୍ ହୋଇଥିବା ଟଙ୍କା ସହ ଅଳଙ୍କାର ଜବତ
  • ||
  • ଭୁବନେଶ୍ବର : ୧୦ ବରିଷ୍ଠ ଅଧିକାରୀଙ୍କୁ ୧୦ ଜିଲ୍ଲା ଦାୟିତ୍ବ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୭ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୪ କୋଭିଡ୍ ପଜିଟିଭ୍, ୩୩୭୩୫୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ଭିସୁଟ୍‌ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ରିପୋର୍ଟ ଥିଲା ଭୁଲ୍, ଆଣ୍ଟିଜେନ୍ କିଟ୍ ଖରାପରୁ ୨୫ଜଣଙ୍କର ରିପୋର୍ଟ ଆସିଥିଲା ପଜିଟିଭ୍
  • ||
  • କୋରାପୁଟ : ଜବତ ହେଲା ୭ କୋଟି ୯୦ ଲକ୍ଷ ଟଙ୍କାର ଜାଲ ନୋଟ୍, ୩ ଅଟକ
  • ||

ଲଘୁଚାପର ରୂପ ନେଲା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ

26/08/2018 at 1:41 AM

ଭୁବନେଶ୍ବର ୨୬/୮ : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଏହାର ପ୍ରଭାବରେ ଉପକୂଳ, ଦକ୍ଷିଣ ଏବଂ ଉତ୍ତର ଓଡିଶାରେ ବର୍ଷା ଆରମ୍ଭ ହୋଇଛି । ଭୁବନେଶ୍ବରରେ ମଧ୍ୟ ବର୍ଷା ଆରମ୍ଭ ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ଘନୀଭୂତ ହେବା ସହିତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ୭୨ ଘଣ୍ଟା ବର୍ଷା ଲାଗିରହିବ । ଆସନ୍ତାକାଲିଠୁ କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସମୁଦ୍ର ଅଶାନ୍ତ ରହିବ ଯୋଗୁଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

   Related Posts