ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନୋଟିସ, ଘୁଞ୍ଚିଲା +୨ ପରୀକ୍ଷା
  • ||
  • ଲାଲୁ ପରିବାରକୁ ଗୁଡ୍ ମର୍ଣ୍ଣିଂ କଲା ସିବିଆଇ : ସକାଳୁ ସକାଳୁ ୧୭ ଜାଗାରେ ଚଢଉ
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୦ ପଜିଟିଭ୍
  • ||
  • ଶନିବାରଠୁ ବଢିବ ତାତି, ଆସନ୍ତା ସପ୍ତାହରେ ଲଘୁଚାପ
  • ||
  • ରାଜଧାନୀରେ ବୋମାମାଡ, ସହିଦନଗର ଥାନା ପୋଲିସର ତଦନ୍ତ ଜାରି
  • ||

୫ ତାରିଖରେ ଆଉ ଏକ ଲଘୁଚାପ : ଉତ୍ତର ଓଡିଶାରେ କାଚିବ

3/09/2018 at 3:35 PM

ଭୁବନେଶ୍ବର ୩|୮: ଆସନ୍ତା୫ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ ।ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ ସମ୍ଭାବନା ରହିଛି।ଏହାର ପ୍ରଭାବରେ ଆସନ୍ତା ୫ ରୁ ୭ ତାରିଖ ମଧ୍ୟରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷାର ବିଶେଷ ପ୍ରଭାବ ନାହିଁ ।ଆଜି ଅପରାହ୍ନରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ରହିଛି।ଗତ ୨୪ ଘଣ୍ଟା ମଧ୍ୟରେ ବେତନଟୀରେ ସର୍ବାଧିକ ୮୦ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

   Related Posts