Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ନିମ୍ନମାନର କେନାଲ କାମ, ଅଭିଯୋଗ ଆଣିଲେ ସ୍ଥାନୀୟ ବାସିନ୍ଦା

25/09/2020 at 1:20 PM

ରାଇରଙ୍ଗପୁର ୨୫।୯: ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ବ୍ଲକ ସାନ ପାଖନା ପଞ୍ଚାୟତ କାର୍ଯ୍ୟାଳୟ ସାନ ପାଖନା ଗ୍ରାମରେ ନିମ୍ନମାନର କେନାଲ କାର୍ଯ୍ୟ ଚାଲିଥିବା ଅଭିଯୋଗ ହୋଇଛି । ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଅତି ନିମ୍ନମାନର କାର୍ଯ୍ୟ ଚାଲିଥିବା ବେଳେ ମଧ୍ୟ ପଞ୍ଚାୟତର ପିଇଓ ଓ ସରପଞ୍ଚଙ୍କ ଦୃଷ୍ଟି ଗୋଚର ନ ହେବା ସେମାନଙ୍କ କାର୍ଯ୍ୟ ଦକ୍ଷତା ଉପରେ ସନ୍ଦେହ ସୃଷ୍ଟି କରୁଛି । ନିମ୍ନମାନର କେନାଲ କାର୍ଯ୍ୟକୁ ନେଇ ସ୍ଥାନୀୟ ବାସିନ୍ଦା ଅଭିଯୋଗ କରିଥିଲେ ମଧ୍ୟ ପଞ୍ଚାୟତ ଏହା ପ୍ରତି ଦୃଷ୍ଟି ଦେଇନଥିଲା ।

ମାନ ଯାଞ୍ଚ କରିବା ମୋ ଦାୟିତ୍ବ ନୁହେଁ ମୁଁ କେବଳ ଅର୍ଥ ପ୍ରଦାନ କରିବା ଦାୟିତ୍ବରେ ଥିବା କହି ମୁକୁଳିବାକୁ ଚେଷ୍ଟା କରିଥିଲେ ପଞ୍ଚାୟତ ପିଇଓ । ଅନ୍ୟପଟେ ନିମ୍ନମାନର କାର୍ଯ୍ୟ ଚାଲିଥିବା ସ୍ବୀକାର କରିବା ସହ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ ଦେଇଥିବା କହିଛନ୍ତି ବ୍ଲକ୍ କନିଷ୍ଠ ଯନ୍ତ୍ରୀ ।

   Related Posts