Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଔଷଧ ଖାଇବା ପରେ ରୋଗ ଭଲ ହେବା ପରିବର୍ତ୍ତେ ବଢିଯାଉଥିବା ଅଭିଯୋଗ

19/11/2019 at 6:57 PM

ଯାଜପୁର ୧୯।୧୧ –  ନିରାମୟରେ ନିମ୍ନାମାନର ଔଷଧ ଯୋଗାଣ ଅଭିଯୋଗ । ଏମିତି ଅଭିଯୋଗ ଆସିଛି ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ । ହେଲ୍ପଲାଇନ ନମ୍ବରକୁ ଫୋନ କଲେ କେହି ଉଠାଉ ନଥିବା ଅଭିଯୋଗ କରିଛନ୍ତି ରୋଗୀ ।

 ଯାହାକୁ ନେଇ ତୀବ୍ର ଅସନ୍ତୋଷ ଦେଖିବାକୁ ମିଳୁଛି। ଔଷଧ ଖାଇବା ପରେ ରୋଗ ଭଲ ହେବା ପରିବର୍ତ୍ତେ ବଢିଯାଉଥିବା ଅଭିଯୋଗ ହୋଇଛି ।  ନିରାମୟ କେନ୍ଦ୍ରରେ ମିଳୁଥିବା ବଟିକା ଖୋଲିଲେ ଚୁନା ହୋଇଯାଉଛି ।

 ସେପଟେ ଔଷଧ ଯୋଗାଣ ପାଇଁ ହସ୍ପିଟାଲରେ ଦୁଇଟି କାଉଣ୍ଟର ରହିଥିଲେ ବି ଗୋଟିକରେ ଔଷଧ ବିତରଣ କରାଯାଉଛି । ଫଳରେ ରୋଗୀ ଓ ସେମାନଙ୍କ ସଂପର୍କୀୟଙ୍କୁ ଘଣ୍ଟା ଘଣ୍ଟା ଧାଡିରେ ଅପେକ୍ଷା କରିବାକୁ ପଡୁଛି ।

   Related Posts