Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଲୋୟର ସୁକତେଲ କାମ ତଦାରଖ ବେଳେ ବିଭାଗୀୟ ଅଧିକାରୀଙ୍କୁ ବିସ୍ଥାପିତଙ୍କ ବିରୋଧ

4/11/2020 at 3:13 PM

ବଲାଙ୍ଗୀର ୪।୧୧: ବଲାଙ୍ଗୀରର ଲୋୟର ସୁକତେଲ କାମ ତଦାରଖ ବେଳେ ବିଭାଗୀୟ ଅଧିକାରୀଙ୍କୁ ବିସ୍ଥାପିତମାନେ ବିରୋଧ କରିଛନ୍ତି । ପର୍ଧିଆପାଲି ଲୋୟର ସୁକତେଲ ଡ୍ୟାମ୍ ନିକଟରେ ପର୍ଧିଆପାଲି ଗାଁ ଲୋକମାନେ ବିରୋଧ ପ୍ରଦର୍ଶନ କରିଛନ୍ତି । ଆଗ କ୍ଷତି ପୂରଣ ଓ ଥଇଥାନ ପରେ କାମ ଆରମ୍ଭ କରିବାକୁ ନାରା ଦେଇ ଲୋକମାନେ ବିରୋଧ କରିଛନ୍ତି । ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି ।

ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଜ୍ୟୋତିର୍ମୟ ରଥ ଓ ପୁନର୍ବାସ ଓ ଥଇଥାନ ନିର୍ଦ୍ଦେଶକ ରାଜେନ୍ଦ୍ର ପଟ୍ଟନାୟକଙ୍କ ନେତୃତ୍ବରେ ଟିମ୍ ଆସିଛି । ଦୀର୍ଘ ଦିନ ଧରି ବନ୍ଦ ରହିଛି ବଲାଙ୍ଗୀରର ଜୀବନ ରେଖା କୁହା ଯାଉଥିବା ଲୋୟର ସୁକତେଲ ପ୍ରକଳ୍ପ କାମ । ଗାଁ ଲୋକଙ୍କ ବିରୋଧ ପରେ ଘଟଣାସ୍ଥଳରୁ ଫେରି ଯାଇଛି ଟିମ୍ ।

   Related Posts