ଗ୍ୟାସ ଟାଙ୍କି ଫାଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

Published By : Prameya-News7 Bureau | July 01, 2018 IST

ବାଲେଶ୍ୱର ବସ୍ତାରେ ରନ୍ଧନ ଗ୍ୟାସ ଟାଙ୍କି ଫାଟି ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି | ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି | ରୋଷେଇ କରୁଥିବା ସମୟରେ ହଠାତ ଟାଙ୍କିରେ ନିଆଁ ଲାଗିଯାଇଥିଲା |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.