Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡ୍ରଗ୍ସ ଲିଙ୍କ୍ ମାମଲାରେ NCBରେ ହାଜର ହେଲେ ଅନନ୍ୟା ପାଣ୍ଡେ, ଆର୍ଯ୍ୟନ ସହ ହ୍ବାଟସଆପ୍‌ ଚାଟ୍‌କୁ ନେଇ ମାରାଥନ୍‌ ଜେରା
  • ||
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ବ୍ୟବସାୟୀଙ୍କୁ ଲୁଟ୍, ମାରଣାସ୍ତ୍ର ଦେଖାଇ ନେଇଗଲେ ଟଙ୍କା ଓ ସୁନା ଚେନ୍

26/09/2021 at 9:03 AM

ସୋର, ୨୬।୦୯ :  କଲେକ୍ସନ କରି ଫେରୁଥିବା ବେଳେ ବ୍ୟବସାୟୀଙ୍କୁ ମରଣାନ୍ତକ ଆକ୍ରମଣ କରି ଟଙ୍କା ଓ ସୁନା ଚେନ ଲୁଟି ନେଲେ ଲୁଟେରା । ବାଲେଶ୍ବର ଜିଲ୍ଲା ୧୬ନଂ ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ଘଟିଛି ଏଭଳି ଅଘଟଣ ।

ସୂଚନା ଅନସାରେ, ସୋର ଜଗନ୍ନାଥପୁର ଅଞ୍ଚଳର କାହ୍ନୁା ରାଉତ ନାମକ ଜଣେ ବ୍ୟବସାୟୀ ଟଙ୍କା କଲେକ୍ସନ ସାରି ୧୬ନଂ ଜାତୀୟ ରାଜପଥ ଏକ ପେଟ୍ରୋଲ ପମ୍ପ ତେଲ ପକାଇବାକୁ ଯାଉଥିଲେ । ଏହି ସମୟରେ ଏକ ଆପାଚି ବାଇକରେ ୩ ଜଣ ଲୁଟେରା କାହ୍ନୁାଙ୍କୁ ଅଟକାଇ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ l କାହ୍ନୁା ଚିତ୍କାର କରିବାରୁ କିଛି ଲୋକ ପଳାଇ ଆସିବାରୁ ଲୁଟେରାମାନେ ତାଙ୍କ ନିକଟରୁ ୨୦ହଜାର ଟଙ୍କା ଓ ସୁନା ଚେନ୍ ଲୁଟି ନେଇ ଫେରାର ହୋଇଯାଇଥିଲେ ।

ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକ ଉଦ୍ଧାର କରି ତାଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ପରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ବାଲେଶ୍ବର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ସୋର ପୋଲିସ ଅଭିଯୋଗ ପାଇ ଘଟଣାର ତଦନ୍ତ କରୁଛନ୍ତି ।

   Related Posts