Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ଧରାବତରଣ କଲେ ମା’ ଦୁର୍ଗା : ଆଜି ପୀଠରେ ଅଷ୍ଟମୀ ଏବଂ ମଣ୍ଡପରେ ମହାସପ୍ତମୀ ପୂଜା

5/10/2019 at 11:32 AM

ଭୁବନେଶ୍ବର ୫।୧୦: ଧରାବତରଣ କଲେ ମା’ ଦୁର୍ଗତୀନାଶିନୀ । ମା’ଙ୍କ ଆଗମନକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ । ଜଗତଜନନୀ ମା’ଙ୍କ ଆବାହାନ ପରେ ଆଜି ପୀଠରେ ଅଷ୍ଟମୀ ଏବଂ ମଣ୍ଡପରେ ମହାସପ୍ତମୀ ପୂଜା ଅନୁଷ୍ଠିତ ହେଉଛି ।

ବିଭିନ୍ନ ପୀଠ ଏବଂ ମଣ୍ଡପରେ ଭିନ୍ନ ଭିନ୍ନ ବେଶରେ ଦର୍ଶନ ଦେଉଛନ୍ତି ଜଗତଜନନୀ ମା’ ଦୁର୍ଗା । ଆଜିଠୁ ପୂଜା ମଣ୍ଡପ ଗୁଡିକରେ ଶ୍ରଦ୍ଧାଳୁଙ୍କ ଭିଡ ଜମିବା ଆରମ୍ଭ ହେଲାଣି ।

ସୁଉଚ୍ଚ ତୋରଣ ସାଙ୍ଗକୁ ଚିକ୍ ମିକ୍ ଲାଇଟ୍ ରେ ଝଲସୁଛି ପୂଜା ମଣ୍ଡପ । ରାସ୍ତାଘାଟ ବି ଆଲୋକମାଳାରେ ଚମକୁଛି । ରାଜଧାନୀରେ ଏଥର ୧୭୧ଟି ସ୍ଥାନରେ ମା’ଙ୍କ ପୂଜା ଅନୁଷ୍ଠିତ ହେଉଛି ।

   Related Posts