Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

ମହା ସରସ୍ଵତୀ ବେଶରେ ଦର୍ଶନ ଦେଉଛନ୍ତି ମା’ ଭଦ୍ରକାଳୀ

9/11/2021 at 1:21 PM

ଭଦ୍ରକ ୯।୧୧: ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ଷଷ୍ଠ ଦିନ ପୂଜାରେ ମହା ସରସ୍ଵତୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରଦ୍ଧାଳୁ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ମା’ ଭଦ୍ରକାଳୀଙ୍କ ପୀଠ । ସକାଳ   ସମୟରେ ପହଡ଼ ଖୋଲିବା ପରେ ମା’ଙ୍କର ସକାଳ ରୀତିନୀତି ଅନୁଯାୟୀ ପୂଜା ଶେଷ ହେବା ପରେ ମା’ ମହାସରସ୍ଵତୀ ବେଶ ଧାରଣ କରି ଭକ୍ତମାନଙ୍କୁ ଦର୍ଶନ ଦେଇଛନ୍ତି । 

ସେହିପରି ମା’ ଭଦ୍ରକାଳୀ ବୁଧବାର ସପ୍ତମ ଦିବସ ତଥା ଶେଷ ଦିନରେ ଶ୍ରଦ୍ଧାଳୁଙ୍କୁ ମହାଲକ୍ଷ୍ମୀ ବେଶରେ ଦର୍ଶନ ଦେବେ ଭକ୍ତଙ୍କୁ ।  ସାତ ଦିନରେ ସପ୍ତମାତୃକା ବେଶରେ ଦର୍ଶନ ଦେଉଛନ୍ତି ମା’ ଭଦ୍ରକାଳୀ । ମା’ଙ୍କୁ ମହା ସରସ୍ଵତୀ ବେଶରେ ଦର୍ଶନ କଲେ ଜ୍ଞାନ ପ୍ରାପ୍ତି ହୋଇଥାଏ ।  ପରିବାରର ମଙ୍ଗଳ ହେବା ସହ ସମସ୍ତ ମନୋସ୍କାମନା ପୂରଣ ହୋଇଥାଏ ବୋଲି ବିଶ୍ବାସ ରହିଛି ।  ଚଳିତ ବର୍ଷ କୋଭିଡ୍ କଟକଣା ଯୋଗୁଁ ଭକ୍ତଶୂନ୍ୟ ହୋଇଛି ଭଦ୍ରକାଳୀ ପୀଠ ।

   Related Posts