Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ଆଜି ମହାବିଶୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି

14/04/2018 at 6:20 AM

ଆଜି ହେଉଛି ମହାବିଶୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି । ଓଡ଼ିଆ ନୂଆ ବର୍ଷରେ ଶ୍ରୀଜିଉଙ୍କ ଠାରେ ଲାଗିହେବ ନୂଆ ପାଞ୍ଜି । ଉତ୍କଳୀୟ ପରମ୍ପରା ଅନୁସାରେ ପଣା ସଂକ୍ରାନ୍ତି ଦିନ ଠାକୁରଙ୍କୁ ପଣା ଓ ଛତୁଆ ଭୋଗ କରିବାର ପରମ୍ପରା ରହିଛି । ଆଜି ମଧ୍ୟ ହନୁମାନ ଜୟନ୍ତୀ । ତେଣୁ ଆଜି ସକାଳୁ ହନୁମାନ ମନ୍ଦିର ଏବଂ ଅନ୍ୟ ଦେବାଦେବୀଙ୍କ ମନ୍ଦିରରେ ଶ୍ରଦ୍ଧାଳୁମାନେ ଧୂପ ଦୀପ ଓ ପଣା ନୈବେଦ୍ୟ ଦେଇ ପୂଜାର୍ଚ୍ଚନା କରୁଛନ୍ତି ।  ରାଜ୍ୟର ପ୍ରାୟ ସବୁ ଶୈବପୀଠ ଏବଂ ଶକ୍ତି ପୀଠଗୁଡ଼ିକରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଭିଡ଼ ବଢ଼ିବାରେ ଲାଗିଛି । ଆଜି ଓଡ଼ିଆ ନବବର୍ଷ ହୋଇଥିବାରୁ ଏହି ଦିନ ଉତ୍କଳବାସୀ ନିଜ ନିଜ ଇଷ୍ଟ ଦେବଦେବୀଙ୍କ ପାଖରେ ପୂଜାର୍ଚ୍ଚନା କରୁଛନ୍ତି |

Leave a Reply

   Related Posts