Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସୁଛି ବାତ୍ୟା ‘ନିଭାର୍’: ୨୫ରୁ ପ୍ରବଳ ବର୍ଷା, ଜିଲ୍ଲାପାଳଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ
  • ||
  • ଚିନ୍ତା ବଢାଇଲାଣି କରୋନାର ୨ୟ ଲହର : ଆଜି PM-CM ଆଲୋଚନା, କୋଭିଡ -19 ର ସ୍ଥିତି ଏବଂ ଟିକା ବିତରଣ ନେଇ ସମୀକ୍ଷା
  • ||
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||

ଆଜି ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି : ଜଷ୍ଟିସ ଏ.ଏମ. ଖାନୱାଲିକରଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠ କରିବେ ଶୁଣାଣି

14/12/2019 at 11:00 AM

ନୂଆଦିଲ୍ଲୀ ୧୪/୧୨: ଆଜି ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର  ଶୁଣାଣି  ହେବ । ଜଷ୍ଟିସ  ଏ.ଏମ. ଖାନୱାଲିକରଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରିବେ । 

  ଉଭୟ ଛତିଶଗଡ଼ ଓ ଓଡିଶା ପ୍ରକଳ୍ପ  ପରିଦର୍ଶନ  କରି ସାରିଥିବାରୁ ଏହା ବିଷୟରେ ଟ୍ରିବ୍ୟୁନାଲକୁ ଅବଗତ କରାଇବେ । ଗତ ଶୁଣାଣିରେ ନଭେମ୍ବର ୩୦ ସୁଧା ପରିଦର୍ଶନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ  ଦେଇଥିଲେ ଟ୍ରିବ୍ୟୁନାଲ । ଯାହା ପରବର୍ତ୍ତୀ ସମୟରେ ଘୁଞ୍ଚାଇ ଦିଆଯାଇଥିଲା ।

   Related Posts