Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲା , ଅଗଷ୍ଟ ୮ରେ ପରବର୍ତ୍ତୀ ଶୁଣାଣି

11/07/2020 at 2:50 PM

ନୂଆଦିଲ୍ଲୀ ୧୧।୦୭:  ମହାନଦୀ ଜଳ ବିବାଦ ମାମଲାରେ ଆଜି ଟ୍ରିବ୍ୟୁନାଲରେ ଭିଡିଓ କନଫରେନ୍ସିଂରେ ଶୁଣାଣି ହୋଇଛି। ମହାନଦୀ ସହିତ ଜଡିତ ମୁଖ୍ୟ ପ୍ରସଙ୍ଗ ଗୁଡିକୁ ଚୁଡାନ୍ତ କରିଥିଲେ ଟ୍ରିବ୍ୟୁନାଲ। ୪୦ରୁ ଅଧିକ ପ୍ରସଙ୍ଗ ଚୂଡାନ୍ତ ହୋଇଥିବା ଆଡଭୋକେଟ ଜେନେରାଲ ଅଶୋକ ପରିଜା ଙ୍କ ସୂଚନା ଦେଇଛନ୍ତ। ପୂର୍ବରୁ ଓଡ଼ିଶା ପକ୍ଷରୁ ୨୮ ଟି ପ୍ରସଙ୍ଗରେ ବିଚାର କରିବାକୁ ଦାବି କରାଯାଇଥିଲା। ସେହିପରି ଛତିଶଗଡ଼ ପକ୍ଷରୁ ୨୧ଟି ପ୍ରସଙ୍ଗରେ ଶୁଣାଣି ପାଇଁ ଦାବି କରାଯାଇଥିଲା। ମାମଲାର ପରବର୍ତୀ ଶୁଣାଣି ଅଗଷ୍ଟ ୮ରେ ହେବ।

 ଉଭୟ ପକ୍ଷଙ୍କୁ ଆଲୋଚନା ମାଧ୍ୟମରେ ପ୍ରସଙ୍ଗ ଚୂଡାନ୍ତ କରିବାକୁ ଟ୍ରିବୁନାଲ୍ ପରାମର୍ଶ ଦେଇଥିଲେ। ବାରମ୍ବାର ଆଲୋଚନା ବିଫଳ ହେବାରୁ ପ୍ରସଙ୍ଗ ଚୂଡାନ୍ତ କରିଛନ୍ତି ଟ୍ରିବ୍ୟୁନାଲ। ଉଭୟ ପକ୍ଷ ମଧ୍ୟରେ ହୋଇଥିବା ନଥିପତ୍ର ଆଦାନ ପ୍ରଦାନର ଯାଞ୍ଚ କରିବା ପରେ ପରବର୍ତ୍ତୀ ଶୁଣାଣିରେ ଉଭୟ ପକ୍ଷ ନିଜର ମତ ରଖିବେ। ଟ୍ରିବ୍ୟୁନାଲର ଅଧ୍ୟକ୍ଷ ବିଚାରପତି ଏ. ଏମ. ଖାନୱିଲକରଙ୍କ ଅଧ୍ୟକ୍ଷତାରେ ଗଠିତ ତିନିଜଣିଆ ଖଣ୍ଡପୀଠରେ ଭିଡିଓ କନଫରେନ୍ସିଂରେ ଶୁଣାଣି ହୋଇଥିଲା।

   Related Posts