Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୦୯ କରୋନା ସଂକ୍ରମିତ, ୩୨୦୮୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଯାଜପୁର : ରାସ୍ତା ନିର୍ମାଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
  • ||
  • ବୁର୍ଲା ଭୀମସାରରେ ଅଘଟଣ, ବିଦ୍ୟୁତ ତାର ଛିଣ୍ଡି ପୋଡିଗଲା ରକ୍ତ ଭଣ୍ଡାର ଓ ପ୍ଲାଜମା ବ୍ୟାଙ୍କର ୫ଟି ଫ୍ରିଜର
  • ||
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||

ମହାନଦୀ ଜଳ ବିବାଦ ମାମଲା : ଛତିଶଗଡର ପ୍ରସ୍ତାବକୁ ଓଡିଶାର ଅଗ୍ରାହ୍ୟ, ଡିସେମ୍ବର ୫ରେ ପରବର୍ତ୍ତୀ ଶୁଣାଣି

7/11/2020 at 1:25 PM

ନୂଆଦିଲ୍ଲୀ ୭।୧୧: ମହାନଦୀ ଜଳ ବିବାଦ ମାମଲାର ଟ୍ରିବ୍ୟୁନାଲରେ ଶନିବାର ଶୁଣାଣି ହୋଇଛି । ଛତିଶଗଡର ପ୍ରସ୍ତାବକୁ ଅଗ୍ରାହ୍ୟ କରିଛି ଓଡିଶା । ମୂଳ ମାମଲା ସମାଧାନ ପାଇଁ ଦୁଇ ପକ୍ଷଙ୍କୁ ସମୟ ନିର୍ଦ୍ଧାରଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ । ଦୁଇ ପକ୍ଷ କମନ ଇନଫର୍ମେସନ ଫର୍ମାଟ୍ ଉପରେ ଆଲୋଚନା ପାଇଁ ପରାମର୍ଶ ଦେଇଛନ୍ତି ଟ୍ବିବ୍ୟୁନାଲ । ଡିସେମ୍ବର ୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । କ୍ରିଷ୍ଣା-କାବେରୀ ଭଳି ମହାନଦୀ ଫର୍ମାଟ୍ କରିବାକୁ ନିର୍ଦ୍ଦେଶ ଦେଇଥିଲେ ଟ୍ରିବ୍ୟୁନାଲ ।

   Related Posts