Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିମାନରେ ଆସିଲେ ବି ୧୪ ଦିନିଆ କ୍ବାରେଣ୍ଟାଇନ୍‌ ଜରୁରୀ
  • ||
  • ଆରଟିପିସିଆର ନେଗେଟିଭ୍‌ ରିପୋର୍ଟ ଦେଖାଇଲେ ରାଜ୍ୟକୁ ମିଳିବ ଏଣ୍ଟ୍ରି
  • ||
  • ପଶ୍ଚିମବଙ୍ଗ ସୀମାକୁ ଲାଗିଥିବା ସମସ୍ତ ସୀମା ସିଲ୍‌ ହେବ
  • ||
  • ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଗୁରୁତ୍ବପୂର୍ଣ୍ଣ ସୂଚନା
  • ||
  • ପଶ୍ଚିମବଙ୍ଗରୁ ଆସିଲେ ୧୪ ଦିନିଆ କ୍ବାରେଣ୍ଟାଇନ୍‌ ବାଧ୍ୟତାମୂଳକ
  • ||
  • ଭୁବନେଶ୍ବରରେ ରିଙ୍ଗ୍‌ ରୋଡ୍ ପାଇଁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ରାଜ୍ୟ ସରକାର ବହନ କରିବେ ୬୦୦ କୋଟି ଟଙ୍କା
  • ||
  • ଭୁବନେଶ୍ବର : BMCରେ ବଢିଲା ରାପିଡ୍ ରେସପନ୍ସ ଟିମ୍ ସଂଖ୍ୟା, ୬୭ଟି ୱାର୍ଡ ପାଇଁ ୩୯ଟିମ୍
  • ||
  • ଭୁବନେଶ୍ବର : ପ୍ରଧାନମନ୍ତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ, ଦେଶରେ ଅକ୍ସିଜେନ୍ ଆବଶ୍ୟକତାକୁ ପୂରଣ ପାଇଁ ସହଯୋଗ କରିବ ଓଡିଶା
  • ||
  • କେନ୍ଦୁଝର : ଶୌଚ ସାରି ଫେରିବା ବେଳେ ବଜ୍ରପାତ, ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ରାଉରକେଲା : ବ୍ରାହ୍ମଣୀ ବ୍ରିଜ୍‌ରୁ ନଦୀକୁ ଡେଇଁଲେ ମହିଳା, ଗୁରୁତର ଅବସ୍ଥାରେ ଉଦ୍ଧାର
  • ||

ଘୁଞ୍ଚିଲା ମହାନଦୀ ଜଳ ବିବାଦ ମାମଲାର ଶୁଣାଣି, ଅଗଷ୍ଟ ୩ରେ ପରବର୍ତ୍ତି ଶୁଣାଣି

13/07/2019 at 12:48 PM

ନୂଆଦିଲ୍ଲୀ ୧୩|୭:  ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ପୁଣି ଘୁଞ୍ଚିଲା । ଓଡ଼ିଶା ପକ୍ଷରୁ ହୋଇଥିବା ମଧ୍ୟବର୍ତ୍ତିକାଳୀନ ମାମଲାର ପରବର୍ତ୍ତି ଶୁଣାଣି ଅଗଷ୍ଟ ୩ରେ ହେବ । ଏଥି ସହ ଅଗଷ୍ଟ ୩ ସୁଦ୍ଧା ୨ଜଣ ଆକ୍ସେସରଙ୍କୁ ନିଯୁକ୍ତି କରାଯିବ । ଏହାଛଡା ଅକ୍ଟୋବର ୧୯ରେ ମୂଳ ମାମଲାର ଶୁଣାଣି କରାଯିବ ବୋଲି ଆଜି ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଛନ୍ତି । ଅକ୍ଟୋବର ୧୯ ସୁଦ୍ଧା ସମସ୍ତ କାଗଜପତ୍ର ଦାଖଲ କରିବାକୁ ଓଡ଼ିଶା ଓ ଛତିଶଗଡକୁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଛନ୍ତି । ଅକ୍ଟୋବର ୧୯ରେ ହେବାକୁ ଥିବା ଶୁଣାଣି ବେଳେ ଇସ୍ୟୁ ଫ୍ରେମ ହେବ । ଜଷ୍ଟିସ ଏ. ଏମ. ଖାୱାଲିକରଙ୍କର ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ମାମଲାର ଶୁଣାଣି କରିଛନ୍ତି ।

   Related Posts