Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ରିଟେନ୍‌ ପରେ ଆଉ ଗୋଟିଏ ଦେଶ କଲା ବଡ଼ ଘୋଷଣା, ଆସନ୍ତା ସପ୍ତାହରୁ ଆରମ୍ଭ ହେବ ଟିକାକରଣ
  • ||
  • କମୁଛି ସଂକ୍ରମଣ, ଲୋକଙ୍କ ମନରୁ ଦୂର ହେଉଛି କରୋନା ଭୟ, ଆଉ ୬୬୦ ସଂକ୍ରମିତ ହେଲେ ଆରୋଗ୍ୟ
  • ||
  • ସମ୍ମାନ ରଖିଲା ଭାରତ, ଶେଷ ଦିନିକିଆରେ କଙ୍ଗାରକୁ ୧୩ ରନରେ ଦେଲା ମାତ୍, ୨-୧ରେ ସିରିଜ୍ ଜିତିଲା ଅଷ୍ଟ୍ରେଲିଆ
  • ||
  • ମାଲକାନଗିରି : ଶବ ସତ୍କାର ପାଇଁ ଗାଁ ମଶାଣୀରେ ମିଳୁନି ଜାଗା, ୨୪ ଘଣ୍ଟା ହେଲା ଗାଁ ଦାଣ୍ଡରେ ପଡିଛି ମୃତଦେହ
  • ||
  • ଜୟପୁର : ଆତ୍ମସମର୍ପଣ କଲେ ମହିଳା ମାଓବାଦୀ, ହାର୍ଡକୋର ମାଓବାଦୀ ରାମକ୍ରିଷ୍ଣାର ଥିଲା ଅଙ୍ଗରକ୍ଷୀ
  • ||
  • ଭୁବନେଶ୍ବର : ୧୧୨ ଡାଏଲ କରନ୍ତୁ, ମିଳିବ ସବୁ ଜରୁରୀ ସେବା ଓ ସହାୟତା : ନୂଆ ଏକକ ପୋଲିସ ହେଲ୍ପ ଲାଇନ୍ ନମ୍ବର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • କଟକ : ‘ସ୍କୁଲ ଫି’ ଧାର୍ଯ୍ୟ ପାଇଁ ଆଇନ ନାହିଁ’- ହାଇକୋର୍ଟରେ ଏଭଳି ତଥ୍ୟ ରଖିଲେ ସରକାର
  • ||
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||

ମହାନଦୀକୁ ନେଇ ବିବାଦ ; ଛତିଶଗଡ଼ର ମନମାନୀ

17/04/2018 at 10:10 AM

ମହାନଦୀକୁ ନେଇ ଓଡିଶା ଛତିଶଗଡ଼ ମଧ୍ୟରେ ବିବାଦ ଲାଗିରହିଛି
ଉପରମୁଣ୍ଡାରେ ପାଣି ରୋକିଦେବାରୁ ତଳ ମୁଣ୍ଡକୁ ପାଣି ଆସୁନି
ଯାହା ଫଳରେ ଚିନ୍ତା ପଡିଯାଇଛନ୍ତି ଚାଷୀ
ନୂଆପଡା ସୀମାରେ ମନ ଇଛା ଛତିଶଗଡ଼ କାମ ଚଳାଇଛି
ଏନେଇ ତତ୍କାଳୀନ ଜଳ ସମ୍ପଦ ସଚିବ ସ୍ଥିତି ଅନୁଧ୍ୟାନ କରିଥିଲେ
ଛତିଶଗଡ଼ ସରକାରଙ୍କୁ ନୋଟିସ ଦେବା ସହ ବିଭାଗୀୟ ଅଧିକାରୀ ତଥା ଜିଲ୍ଲାପାଳଙ୍କୁ ତଦନ୍ତ ନିର୍ଦେଶ ଦେଇଥିଲେ
ଏହା ମଧ୍ୟରେ ମାସେ ବିତିଗଲେ ମଧ୍ୟ ସଯଉଁ କଥା କୁ ସେଇ କଥା
ଛତିଶଗଡ଼ ତାର କାମ ଚଳାଇଛି

Leave a Reply

   Related Posts