Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ସ୍ନାନ ବେଦୀରୁ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

28/06/2018 at 7:07 AM

ଆଜି ଜ୍ୟୋଷ୍ଠ ମାସ ଶୁକ୍ଳପକ୍ଷ ପୁର୍ଣିମା ତିଥି | ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ନାନଯାତ୍ରା | ସ୍ନାନଯାତ୍ରାକୁ ଦେବସ୍ନାନ ପୁର୍ଣିମା ମଧ୍ୟ କୁହାଯାଇଥାଏ | ସୁଆର ବଡୁ ଅମୁଣିଆ ପାଣି ଆଣି ଶ୍ରୀଜିଉଙ୍କ ଉପରେ ଛିଞ୍ଚନ୍ତି | ଗରାବଡୁ ସୁନା କଳସରେ ପାଣି ଆଣି ଶ୍ରୀଜୀଉଙ୍କ ସ୍ନାନ କରାଇଥାନ୍ତି | ସ୍ଵର୍ଣକୂପରୁ ୧୦୮ କଳସ ଜଳ ଆଣି ସ୍ନାନ କରାଯାଏ | ୩୫ ଗରା ଜଳରେ ଶ୍ରୀଜିଉଙ୍କୁ ସ୍ନାନ କରାଯାଏ | ୩୩ ଗରା ଜଳରେ ବଳଭଦ୍ରଙ୍କୁ ସ୍ନାନ କରାଯାଏ | ୨୨ ଗରା ଜଳରେ ସୁଭଦ୍ରା ସ୍ନାନ କରାଯାଏ | ୧୮ ଗରା ଜଳରେ ସୁଦର୍ଶନଙ୍କୁ ସ୍ନାନ କରାଯାଏ |

   Related Posts