Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

କଳାହାଣ୍ଡି ମହାରାଜ ଉଦିତ ପ୍ରତାପ ଦେଓଙ୍କ ପରଲୋକ

2/09/2019 at 6:56 PM

କଳାହାଣ୍ଡି ୨/୯: କଳାହାଣ୍ଡି ମହାରାଜ ଉଦିତ ପ୍ରତାପ ଦେଓଙ୍କ ପରଲୋକ ଘଟିଛି । ଭୁବନେଶ୍ବର ସ୍ଥିତ ଆମ୍ରି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି। ଗତ ତିନି ଦିନ ହେଲା ଗୁରୁତର ଅବସ୍ଥାରେ ତାଙ୍କର ଚିକିତ୍ସା ଚାଲିଥିଲା ।

ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିବାବେଳେ ସତୁରୀ ଦଶକରେ ସେ ଜୁନାଗଡ ବିଧାୟକ ରହିଥିଲେ । କଳାହାଣ୍ଡି ନାଗବଂଶୀୟ ରାଜ ପରିବାର ୩୧ ତମ ମହାରାଜ ଥିଲେ ଉଦିତ ପ୍ରତାପ ଦେଓ ।

   Related Posts